Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜସ୍ଥାନରେ ନଦୀକୁ ଖସିଲା ବସ୍‌ : 25 ମୃତ
ଆଜିର ଖବର

ରାଜସ୍ଥାନରେ ନଦୀକୁ ଖସିଲା ବସ୍‌ : 25 ମୃତ

February 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜୟପୁର : ରାଜସ୍ଥାନରେ ଏକ ବସ୍‌ ନଦୀକୁ ଖସି ପଡିବାରୁ 25 ଜଣଙ୍କର ମୃତ୍ୟୁ ହୋଇଛି । ରାଜସ୍ଥାନର ବୁନ୍ଦି ଜିଲ୍ଲାରେ ବୁଧବାର ସକାଳୁ ଏହି ଦୁର୍ଘଟଣା ଘଟିଛି । ବୁଧବାର ସକାଳ 9ଟା ସମୟରେ କୋଟା-ଦଉସା ରାଜପଥ ନିକଟରେ ଏହି ଘଟଣା ଘଟିଛି । ବ୍ରିଜ୍‌ ଅତିକ୍ରମ କରୁଥିବା ସମୟରେ ବସ୍‌ର ଚକା ହୁଗୁଳି ଯିବା କାରଣରୁ ଏହି ଦୁର୍ଘଟଣା ଘଟିଥିଲା । କୋଟାରୁ ସଓ୍ବାଇ ମାଧୋପୁର ଯାଉଥିବା ବସ୍‌ଟି ପାପ୍‌ଡି ବ୍ରିଜ୍‌ ଉପରେ ଭାରସାମ୍ୟ ହରାଇବାରୁ ମେଜ ନଦୀରେ ଖସି ପଡିଥିଲା । ଏହି ଘଟଣାରେ ନାଗପୁର ବିଧାୟକ ହନୁମାନ ବେନିଓ୍ବାଲ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଶୋକ ପ୍ରକାଶ କରିଛନ୍ତି । ଏହି ଦୁର୍ଘଟଣା ପାଇଁ ଟ୍ବିଟ୍ଟର ଜରିଆରେ ଗେହଲଟ ଶୋକ ପ୍ରକାଶ କରିଛନ୍ତି । ଘଟଣାସ୍ଥଳରେ 13 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ହସ୍ପିଟାଲରେ ଅନ୍ୟମାନଙ୍କର ପ୍ରାଣହାନି ଘଟିଥିଲା ।

busaccident rajasthan
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ରେକର୍ଡ ବିଜୟ ସତ୍ତ୍ୱେ ଗମ୍ଭୀର ଅସନ୍ତୁଷ୍ଟ: ଦ୍ଵିତୀୟ ଦିନିକିଆ ସମ୍ପର୍କରେ ଦେଲେ ବଡ଼ ବିବୃତ୍ତି

October 1, 2026

ଯାତ୍ରୀବାହୀ ବସ୍‌ ଉପରେ ଆତଙ୍କୀ ଗୁଳିମାଡ଼ : ୭ ମୃତ, ୪ ଆହତ

October 1, 2026

ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ: ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଏବଂ ପାକିସ୍ତାନ ମୁକାବିଲା

October 1, 2026

ଭାରସାମ୍ୟ ହରାଇ ଘାଟିରୁ ଖସିଲା ବୋଲେରୋ: ଜଣେ ମୃତ, ୫ ଗୁରୁତର

October 1, 2026
Latest News

ଭାରତର ରେକର୍ଡ ବିଜୟ ସତ୍ତ୍ୱେ ଗମ୍ଭୀର ଅସନ୍ତୁଷ୍ଟ: ଦ୍ଵିତୀୟ ଦିନିକିଆ ସମ୍ପର୍କରେ ଦେଲେ ବଡ଼ ବିବୃତ୍ତି

October 1, 2026

ଯାତ୍ରୀବାହୀ ବସ୍‌ ଉପରେ ଆତଙ୍କୀ ଗୁଳିମାଡ଼ : ୭ ମୃତ, ୪ ଆହତ

October 1, 2026

ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ: ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଏବଂ ପାକିସ୍ତାନ ମୁକାବିଲା

October 1, 2026

ଭାରସାମ୍ୟ ହରାଇ ଘାଟିରୁ ଖସିଲା ବୋଲେରୋ: ଜଣେ ମୃତ, ୫ ଗୁରୁତର

October 1, 2026

ଭୁବନେଶ୍ୱରକୁ ଦେଶର ନମ୍ବର ୱାନ୍ ସ୍ୱଚ୍ଛ ସହର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.