Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରେ ହିଂସାକାଣ୍ଡ : ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ
ଆଜିର ଖବର

ଦିଲ୍ଲୀରେ ହିଂସାକାଣ୍ଡ : ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

February 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସିଏଏ ବିରୋଧୀ ଆନ୍ଦୋଳନକୁ ନେଇ ଦିଲ୍ଲୀରେ ହିଂସା ଘଟିଥିବା ବେଳେ ବିରୋଧୀ କଂଗ୍ରେସ ପକ୍ଷରୁ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଦାବି କରାଯାଇଛି । ବୁଧବାର କଂଗ୍ରେସ ସଭାପତି ସୋନିଆ ଗାନ୍ଧି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏବଂ ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦଙ୍କ ସହିତ ଏକ ପ୍ରେସ୍‌ ମିଟ୍‌ କରି ଏହି ଦାବି ଉପସ୍ଥାପନ କରିଥିଲେ । ଦିଲ୍ଲୀରେ ଘଟିଥିବା ହିଂସାକାଣ୍ଡରେ ବର୍ତ୍ତମାନ ସୁଦ୍ଧା 19 ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ କଂଗ୍ରେସ ପକ୍ଷରୁ ଦାୟୀ କରାଯାଇଛି । ଶାହାଙ୍କ ଦାୟିତ୍ବ ହୀନତା କାରଣରୁ ରାଜଧାନୀ ଦିଲ୍ଲୀରେ ଏହି ସଂଘର୍ଷ ଘଟିଛି ତେଣୁ ଶାହା ନିଜ ପଦରୁ ଇସ୍ତଫା ପ୍ରଦାନ କରିବା ଉଚିତ୍‌ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି । (ଏଜେନ୍ସି)

amitshah soniagandhi
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 9, 2026

ଆଜିଠୁ ‘୮ମ ପୋଷଣ ପକ୍ଷ ୨୦୨୬’

April 9, 2026

ସିଜିମାଳିରେ ପୋଲିସ୍ ଦମନ ଓ ନିଷେଧାଦେଶ ଜାରିକୁ ଚାରି ବାମ ଦଳର ତୀବ୍ର ନିନ୍ଦା

April 9, 2026

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026
Latest News

ଖୋର୍ଦ୍ଧାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 9, 2026

ଆଜିଠୁ ‘୮ମ ପୋଷଣ ପକ୍ଷ ୨୦୨୬’

April 9, 2026

ସିଜିମାଳିରେ ପୋଲିସ୍ ଦମନ ଓ ନିଷେଧାଦେଶ ଜାରିକୁ ଚାରି ବାମ ଦଳର ତୀବ୍ର ନିନ୍ଦା

April 9, 2026

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.