Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷା କ୍ଷୟକ୍ଷତି ରିପୋର୍ଟ ପ୍ରସ୍ତୁତ ରଖନ୍ତୁ ସରକାର : ବାଚସ୍ପତି
ଆଜିର ଖବର

ବର୍ଷା କ୍ଷୟକ୍ଷତି ରିପୋର୍ଟ ପ୍ରସ୍ତୁତ ରଖନ୍ତୁ ସରକାର : ବାଚସ୍ପତି

February 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଗତକାଲିର ଅଦିନିଆ ବର୍ଷା ତଥା ଘୂର୍ଣ୍ଣିଝଡ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା କ୍ଷୟକ୍ଷତିର ରିପୋର୍ଟ ପ୍ରସ୍ତୁତ ରଖିବାକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କିଛି ସ୍ଥାନରେ ବିଦ୍ୟୁତ ସଞ୍ଜୋଗ ଏବଂ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ବ୍ୟାହତ ହୋଇଥିବାରୁ ଯୁଦ୍ଧକାଳୀନ ଭିତ୍ତିରେ ସୁଧାରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ବିଧାନସଭାର ଶୂନ୍ୟକାଳରେ ଉଭୟ ପକ୍ଷର ସଦସ୍ୟ ମାନେ ଏହି ପ୍ରସଙ୍ଗରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ବର୍ଷା ଏବଂ ପବନ କାରଣରୁ ବିଭିନ୍ନ ଘରଦ୍ବାର ଏବଂ ଚାଷଜମି ନଷ୍ଟ ହୋଇଥିବା ଜଣାପଡିଛି । ଏପରିକି କିଛି ବ୍ୟକ୍ତି ଏବଂ ଗୃହପାଳିତ ପଶୁ ମୃତାହତ ହୋଇଥିବା ନେଇ ମଧ୍ୟ ଖବର ପ୍ରକାଶ ପାଇଛି । ଯୁଦ୍ଧକାଳୀନ ଭିତ୍ତିରେ କ୍ଷୟକ୍ଷତି ରିପୋର୍ଟ ପ୍ରସ୍ତୁତ କରିବା ପାଇଁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଏବଂ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ମାମଲାରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

​ଜମ୍ମୁ-କଶ୍ମୀରରେ ଗଞ୍ଜାମ ପର୍ଯ୍ୟଟକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବା ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରୟାସ

September 2, 2026

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026
Latest News

​ଜମ୍ମୁ-କଶ୍ମୀରରେ ଗଞ୍ଜାମ ପର୍ଯ୍ୟଟକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବା ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରୟାସ

September 2, 2026

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026

​ଗଞ୍ଜାମ ଜିଲ୍ଲାର ୧୨ଟି ଉଚ୍ଚ ବିଦ୍ୟାଳୟକୁ +୨ ବିଦ୍ୟାଳୟର ମାନ୍ୟତା: ସାଧୁବାଦ ଜଣାଇଲେ ସାଂସଦ

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.