Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ହିଂସା ନେଇ ଶୁଣାଣି କରିଥିବା ବିଚାରପତି ମୂରଲୀଧରଙ୍କ ପଞ୍ଜାବ-ହରିୟାଣା ହାଇକୋର୍ଟକୁ ବଦଳି
ଆଜିର ଖବର

ଦିଲ୍ଲୀ ହିଂସା ନେଇ ଶୁଣାଣି କରିଥିବା ବିଚାରପତି ମୂରଲୀଧରଙ୍କ ପଞ୍ଜାବ-ହରିୟାଣା ହାଇକୋର୍ଟକୁ ବଦଳି

February 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀ ହିଂସାରେ ମୃତକଙ୍କ ସଂଖ୍ୟା 27ରେ ପହଞ୍ଚିଥିବାବେଳେ  ଦିଲ୍ଲୀ ହିଂସାକୁ ନେଇ ଶୁଣାଣୀ କରୁଥିବା ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ ଏସ୍‌. ମୂରଲୀଧରଙ୍କୁ ପଞ୍ଜାବ-ହରିୟାଣା ହାଇକୋର୍ଟ ବଦଳି ହୋଇଛି। ଦିଲ୍ଲୀ ହାଇକୋର୍ଟରେ ବୁଧବାର ଦିନ ଦିଲ୍ଲୀକୁ ନେଇ ଶୁଣାଣି କରିଥିବାବେଳେ ପୁଲିସ୍‌କୁ କଡା ତାଗିଦ୍‌ କରିଥିଲେ ।ବୁଧବାର ଦିଲ୍ଲୀ ହିଂସା ନେଇ ଶୁଣାଣି ସମୟରେ ହାଇକୋର୍ଟ ଶକ୍ତ ଟିପ୍ପଣୀ ଦେଇଥିଲେ । ଦିଲ୍ଲୀରେ ପୁଣି ଥରେ ୧୯୮୪ ଭଳି ଦଙ୍ଗା ହେବାକୁ ଦେବୁ ନାହିଁ । ଦିଲ୍ଲୀ ହିଂସା ନେଇ କଡ଼ା ପଦକ୍ଷେପ ନିଆଯିବା ଦରକାର ବୋଲି ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ମୁରଲୀଧର କହିଥିଲେ । କେନ୍ଦ୍ର ସରକାର ଜଷ୍ଟିସ ମୁରଲୀଧରଙ୍କ ବଳଦି ନେଇ ବିଜ୍ଞପ୍ତି ଜାରି କରିଛନ୍ତି । ସୂଚନାଯୋଗ୍ୟ ସୁପ୍ରିମକୋର୍ଟ କଲେଜିୟମ ଜଷ୍ଟିସ ମୁରଲିଧରଙ୍କ ବଦଳି ପାଇଁ ୨୦୨୦ ଫେବୃଆରୀ ୧୨ରେ କେନ୍ଦ୍ର ସରକାରଙ୍କୁ ନାମ ସୁପାରିଶ କରିଥିଲେ ।

ତେବେ ଆଜି ହାଇକୋର୍ଟରେ ଦିଲ୍ଲୀ ହିଂସାକୁ ନେଇ ଶୁଣାଣି ହେବ । ଉତ୍ତେଜନା ପୂର୍ଣ୍ଣ ଭାଷଣକୁ ଏଫଆଇର ଦାୟର କରିବାକୁ ନେଇ ହୋଇଥିବା ଯାଚିକାରେ ଆଜି ଦିଲ୍ଲୀ ହାଇକୋର୍ଟ ପୋଲିସ୍‌କୁ ଜବାବ ମାଗିବେ । ଦିଲ୍ଲୀ ହାଇକୋର୍ଟ ବିଚାରପତିଙ୍କ ବଦଳି ହୋଇଯାଇଥିବାବେଳେ ମୁଖ୍ୟ ବିଚାରପତି ଡିଏନ୍‌ ପଟେଲ୍‌ଙ୍କ ଅଧ୍ୟକ୍ଷତାରେ ଗଠିତ ବେଞ୍ଚ ଆଜି ଏହି ମାମଲାର ଶୁଣାଣି କରିବେ । (ଏଜେନ୍ସି)

transfer
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.