Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷୟିତ୍ରୀ : ବୟସ ପ୍ରମାଣପତ୍ର ପାଇଁ ଦୁଇ ହଜାର ଟଙ୍କାର ଲାଞ୍ଚ ନେଇ ଧରାପଡିଲେ
ଆଜିର ଖବର

ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷୟିତ୍ରୀ : ବୟସ ପ୍ରମାଣପତ୍ର ପାଇଁ ଦୁଇ ହଜାର ଟଙ୍କାର ଲାଞ୍ଚ ନେଇ ଧରାପଡିଲେ

February 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଙ୍କୀ : ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି ଜଣେ ପ୍ରଧାନ ଶିକ୍ଷୟିତ୍ରୀ । ଲାଞ୍ଚ ନେବା ଅଭିଯୋଗରେ କଟକ ତୁଳସୀପୁର ରଙ୍ଗଣୀ ସାହି ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀଙ୍କୁ ଗିରଫ କରିଛି ଭିଜିଲାନ୍ସ । କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ତୁଳସୀପୁରର ରଙ୍ଗଣିସାହି ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀଙ୍କୁ ଭିଜିଲାନ୍ସ ଗିରଫ କରିଛି ।  ଜଣେ ବ୍ୟକ୍ତିଙ୍କ ଠାରୁ ଦୁଇ ହଜାର ଟଙ୍କାର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଗିରଫ କରିଛି ।  ବୟସ ପ୍ରମାଣପତ୍ର ଦେବାକୁ ୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ପ୍ରଧାନ ଶିକ୍ଷୟତ୍ରୀ ରଶ୍ମିପ୍ରଭା ଶତପଥୀ । ପ୍ରଧାନଶିକ୍ଷୟିତ୍ରୀଙ୍କ ବାଙ୍କୀସହର ସ୍ଥିତ ବାସଭବନରେ ମଧ୍ୟ ଭିଜିଲାନ୍ସ ଚଢାଉ କରିଛି ।

ଭିଜିଲାନ୍ସ ଲାଞ୍ଚ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.