Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶ ଯାହା ନିଷ୍ପତ୍ତି ନେବ ସ୍ୱୀକାର କରିବୁ- ବିରାଟ କୋହଲି
ଆଜିର ଖବର

ଦେଶ ଯାହା ନିଷ୍ପତ୍ତି ନେବ ସ୍ୱୀକାର କରିବୁ- ବିରାଟ କୋହଲି

February 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁଲୱାମା ବିସ୍ଫୋରଣ ପରେ ସାରା ଦେଶରେ ଆତଙ୍କବାଦ ଏବଂ ପାକିସ୍ତାନ ବିରୋଧରେ ସ୍ୱର ଉଠିଛି । ଆଗାମୀ ବିଶ୍ୱକପରେ ଭାରତ ପାକିସ୍ତାନ ବିରୋଧରେ ମ୍ୟାଚ ନ ଖେଳିବା ପାଇଁ ମଧ୍ୟ ଦାବି ହେଉଛି । ଆଜି ଏହି ମାମଲାରେ ମୁହଁ ଖୋଲିଛନ୍ତି ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ।  କୋହଲି ନିଜ ପ୍ରତିକ୍ରିୟାରେ କହିଛନ୍ତି କି, ଦେଶ ଯାହା ନିଷ୍ପତି ନେବ ତାଙ୍କୁ ସେ ସମର୍ଥନ କରିବେ ।  ଏହାସହ ସେ ସହିଦ ଯବାନଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଘଟଣାକୁ ନିନ୍ଦା କରିଛନ୍ତି ।  ସୂଚନାଯୋଗ୍ୟ କି, ଭାରତ ପାକିସ୍ତାନକୁ ସବୁ କ୍ଷେତ୍ରରେ ଏକ ଘରିକିଆ କରିବାକୁ ଚାହୁଁଛି  ।ଏ ହାସହ  ଆସନ୍ତା ବିଶ୍ୱକପରେ ପାକିସ୍ତାନ ବିରୋଧରେ ମ୍ୟାଚ ଖେଳିବ ନାହିଁ ବୋଲି ଆଶଙ୍କା କରାଯାଉଛି । ବିସିସିଆଇ ଏହି ନିଷ୍ପତି ଭାରତ ସରକାରଙ୍କ ଉପରେ ଛାଡି ଦେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026
Latest News

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.