Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫେବୃଆରୀ 29ରେ ସମ୍ ଅଲ୍ଟିମେଟ୍ ମେଡିକେୟାରର ଉଦ୍‌ଘାଟନ
ଆଜିର ଖବର

ଫେବୃଆରୀ 29ରେ ସମ୍ ଅଲ୍ଟିମେଟ୍ ମେଡିକେୟାରର ଉଦ୍‌ଘାଟନ

February 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ସ୍ୱାସ୍ଥ୍ୟ ସେବା ଓ ବୃତିଗତ ଶିକ୍ଷା କ୍ଷେତ୍ରରେ ପୂର୍ବ ଭାରତରେ ଅଗ୍ରଣୀ ଭୂମିକା ନେଇଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏକ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛି । ଏହି ପଦକ୍ଷେପ ଅନୁଯାୟୀ ରାଜଧାନୀ ଭୁବନେଶ୍ବରରେ ସମ୍‌ ଅଲ୍ଟିମେଟ୍‌ ମେଡିକେୟାର (ସମ୍ମମ) ସେବାର ଆରମ୍ଭ କରିବାକୁ ଯାଉଛି । ଦେଶବାସୀଙ୍କୁ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାର ଉଦ୍ଦେଶ୍ୟ ରଖି ସମ୍ମମର ମୂଳଦୁଆ ସ୍ଥାପନ କରାଯାଇଥିବା ବେଳେ ରୋଗୀଙ୍କ ଚିକିତ୍ସାପାଇଁ ସର୍ବୋତମ ବ୍ୟବସ୍ଥା ଓ ଜ୍ଞାନ କୌଶଳ ରହିଛି । 9 ମହଲା ବିଶିଷ୍ଟ ଏହି ହସ୍ପିଟାଲଟି 10 ଏକର ବିଶିଷ୍ଟ ଅଞ୍ଚଳରେ ପରିବ୍ୟାପ୍ତ ଏବଂ ଏଠାରେ ବିଶ୍ବସ୍ତରୀୟ ଚିକିତ୍ସା ସୁବିଧା ଉପଲବ୍ଧ ହେବ । ଆସନ୍ତା ଫେବୃୟାରୀ 29 ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଏହି ହସ୍ପିଟାଲର ଉଦ୍‌ଘାଟନ କରାଯିବ ।

ସମସ୍ତ ଭାରତୀୟଙ୍କୁ ବିଶ୍ୱସ୍ତରୀୟ ଡାକ୍ତରୀ ଚିକିତ୍ସା ମିଳିବା ଆବଶ୍ୟକ । ଆମ ସହରରେ ବିଶ୍ୱସ୍ତରୀୟ ଡାକ୍ତରଖାନା କରିବା ନିମନ୍ତେ ସୋଆର ଏକ ସ୍ୱପ୍ନ ରହିଥିଲା ଏବଂ ସ୍ୱାସ୍ଥ୍ୟ ସେବା ଖୁବ୍ ସହଜରେ ସମସ୍ତଙ୍କୁ ମିଳିବା ଏହାର ଲକ୍ଷ୍ୟ । ସମ୍ମମ୍ ଆରମ୍ଭ ହେବା ଫଳରେ ସମାଜକୁ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାର ସ୍ୱପ୍ନ ପୂରଣ ହୋଇପାରିବ ବୋଲି କହିଛନ୍ତି ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡଃ ମନୋଜ ରଞ୍ଜନ ନାୟକ । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବଡ଼ ଧରଣର ପରିବର୍ତନ ଆଣିବା ସହ ଭବିଷ୍ୟତରେ ଏକ ବିଶାଳ ସ୍ୱାସ୍ଥ୍ୟ ସେବା କେନ୍ଦ୍ରରେ ପରିଣତ ହେବା ଆମର ଲକ୍ଷ୍ୟ ବୋଲି କହିଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାରର ସିଇଓ ଡ. ଶ୍ୱେତପଦ୍ମା ଦାସ ।

sum
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଓଡିଶା ବନ୍ଦ: ଜନସାଧାରଣଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦେଲେ ଡିଜିପି

October 8, 2026

ଆଜି କେଉଁ ରାଶିର ବ୍ୟକ୍ତିଙ୍କ ସୂର୍ଯ୍ୟଙ୍କ ପରି ଚମକିବ ଭାଗ୍ୟ ପଢନ୍ତୁ ଆଜିର ରାଶିଫଳ

October 8, 2026

ଏସିବିସିଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ନିଷ୍ପତ୍ତି : ଗଠନ ହେବ କମିଶନ

October 8, 2026

ଓଡ଼ିଶା ବନ୍ଦ ସତ୍ତ୍ୱେ ହେବ D.El.Ed ପରୀକ୍ଷା, ସ୍ପଷ୍ଟ କଲେ ବୋର୍ଡ ସଭାପତି

October 8, 2026
Latest News

ଆଜି ଓଡିଶା ବନ୍ଦ: ଜନସାଧାରଣଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦେଲେ ଡିଜିପି

October 8, 2026

ଆଜି କେଉଁ ରାଶିର ବ୍ୟକ୍ତିଙ୍କ ସୂର୍ଯ୍ୟଙ୍କ ପରି ଚମକିବ ଭାଗ୍ୟ ପଢନ୍ତୁ ଆଜିର ରାଶିଫଳ

October 8, 2026

ଏସିବିସିଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ନିଷ୍ପତ୍ତି : ଗଠନ ହେବ କମିଶନ

October 8, 2026

ଓଡ଼ିଶା ବନ୍ଦ ସତ୍ତ୍ୱେ ହେବ D.El.Ed ପରୀକ୍ଷା, ସ୍ପଷ୍ଟ କଲେ ବୋର୍ଡ ସଭାପତି

October 8, 2026

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ: କେଉଁ ସେବା ବନ୍ଦ, କାହାକୁ ମିଳିବ ଛାଡ଼?

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.