Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାର୍ଜସିଟ୍‌ ଦାଖଲରେ ବିଫଳ ହେଲା ଏନ୍‌ଆଇଏ : ପୁଲଓ୍ବାମା ଆକ୍ରମଣକାରୀଙ୍କୁ ଜାମିନ
ଆଜିର ଖବର

ଚାର୍ଜସିଟ୍‌ ଦାଖଲରେ ବିଫଳ ହେଲା ଏନ୍‌ଆଇଏ : ପୁଲଓ୍ବାମା ଆକ୍ରମଣକାରୀଙ୍କୁ ଜାମିନ

February 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର : ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଅପାରଗତା କାରଣରୁ ପୁଲଓ୍ବାମା ଆକ୍ରମଣକାରୀଙ୍କୁ ଜାମିନ ମିଳିଛି । ଚାର୍ଜସିଟ୍‌ ଦାଖଲରେ ଏନ୍‌ଆଇଏ ବିଫଳ ହେବାରୁ ପୁଲଓ୍ବାମା ଆକ୍ରମଣକାରୀ ୟୁସୁଫ୍‌ ଚୋପାନ୍‌ଙ୍କୁ ଗୁରୁବାର ଜାମିନ ମିଳିଛି । ନିୟମ ଅନୁସାରେ ଗିରଫ ହେବାର 180 ଦିନ ମଧ୍ୟରେ ଚାର୍ଜସିଟ୍ ଦାଖଲ କରାଯିବା ଉଚିତ୍‌ । ମାତ୍ର 6 ମାସର ସମୟ ବିତିଥିଲେ ମଧ୍ୟ ଏନ୍‌ଆଇଏ ପକ୍ଷରୁ କୌଣସି ଚାର୍ଜସିଟ୍‌ ଦାଖଲ କରାଯାଇନଥିଲା, ଯାହା ଫଳରେ ଚୋପାନ୍‌ଙ୍କୁ କୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ । ୟୁସୁଫଙ୍କୁ 50 ହଜାର ଟଙ୍କାର ଦୁଇଜଣ ଜାମିନଦାରଙ୍କ ବଦଳରେ ଜାମିନ ପ୍ରଦାନ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ଫେବୃୟାରୀ 14, 2019ରେ ଜୈସ୍‌ ଏ ମହମ୍ମଦର ଆକ୍ରମଣରେ 40 ଜଣ ଯବାନ ପ୍ରାଣ ହରାଇଥିଲେ । (ଏଜେନ୍ସି)

nia pulwama
Share. Facebook Twitter LinkedIn Email WhatsApp Copy Link

Related Posts

ନାବାଳିକାକୁ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ ଏନକାଉଣ୍ଟର କଲା ପୋଲିସ

September 27, 2026

ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

September 27, 2026

ଆଇନ ପରିବର୍ତ୍ତନର ଇଞ୍ଜିନ ଭାବେ କାର୍ଯ୍ୟ କରେ: ଜଷ୍ଟିସ୍ ଶଶିକାନ୍ତ ମିଶ୍ର

September 27, 2026

ନେପାଳରେ ଭୟଙ୍କର ହିମସ୍ଖଳନ: ତିବ୍ଦତ ସୀମାନ୍ତ ହିମଲୁଙ୍ଗ ବେସ୍ କ୍ୟାମ୍ପ୍‌ରୁ ୧୦ ନିଖୋଜ

September 27, 2026
Latest News

ନାବାଳିକାକୁ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ ଏନକାଉଣ୍ଟର କଲା ପୋଲିସ

September 27, 2026

ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

September 27, 2026

ଆଇନ ପରିବର୍ତ୍ତନର ଇଞ୍ଜିନ ଭାବେ କାର୍ଯ୍ୟ କରେ: ଜଷ୍ଟିସ୍ ଶଶିକାନ୍ତ ମିଶ୍ର

September 27, 2026

ନେପାଳରେ ଭୟଙ୍କର ହିମସ୍ଖଳନ: ତିବ୍ଦତ ସୀମାନ୍ତ ହିମଲୁଙ୍ଗ ବେସ୍ କ୍ୟାମ୍ପ୍‌ରୁ ୧୦ ନିଖୋଜ

September 27, 2026

‘ସର୍ଜିକାଲ୍ ଷ୍ଟ୍ରାଇକର ୧୦ ବର୍ଷ’: ‘ମନ କି ବାତ୍’ ରେ ପାକିସ୍ତାନ ବିଷୟରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.