Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନ ନିବାସରେ ରୟାଲ୍‌ ଲଞ୍ଚ, ଏକାଠି ଖାଇବେ ଶାହା-ନବୀନ
ଆଜିର ଖବର

ନବୀନ ନିବାସରେ ରୟାଲ୍‌ ଲଞ୍ଚ, ଏକାଠି ଖାଇବେ ଶାହା-ନବୀନ

February 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଆଜି ନବୀନ ନିବାସରେ ମଧ୍ୟାହ୍ନ ଭୋଜନ କରିବେ ଅମିତ୍‌ ଶାହା । ବିହାର ମୁଖ୍ୟମନ୍ତ୍ରୀ ନୀତିଶ୍‌ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଏହି ମଧ୍ୟାହ୍ନ ଭୋଜନରେ ସାମିଲ୍‌ ରହିବେ। ମଧ୍ୟାହ୍ନ ଭୋଜନ ପାଇଁ ପଞ୍ଚତାରକା ହୋଟେଲରୁ ଖାଦ୍ୟ ଅଣାଯାଇଛି। ମୋଟ 11 ଜଣ ଭିଭିଆଇପି ଅତିଥିଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କରାଯାଇଛି । ନୀବନ ନିବାସରେ ହେବାକୁ ଥିବା ରୟାଲ୍‌ ଲଞ୍ଚର ମେନୁରେ ଉଭୟ ସାଦା ଓ ଆମିଷ ଖାଦ୍ୟ  ରହିଛି । ପ୍ଲେନ୍‌ ରାଇସ୍‌, ଫ୍ରାଏଡ୍‌ ରାଇସ୍‌ ସହ ରହିଛି ଶୁଦ୍ଧ ଓଡ଼ିଆ ଖାଦ୍ୟ । ଏହି ମଧ୍ୟାହ୍ନ ଭୋଜନରେ ଚିକେନ୍‌, ମଟନ, ଚିଙ୍ଗୁଡି ସହ ମୋଟ 50 ପ୍ରକାରର ଓଡ଼ିଆ ଖାଦ୍ୟ ରଖାଯାଇଛି। ରସଗୋଲା, ଚାଉଳ ଖିରି, ହାକା ନୁଡଲସ୍‌ ମଧ୍ୟ ମେନୁରେ ସାମିଲ୍‌ ରହିଛି । ନବୀନ ନିବାସରେ ଅତିଥିଙ୍କ ଭବ୍ୟ ମଧ୍ୟାହ୍ନ ଭୋଜନର ପ୍ରସ୍ତୁତି କରାଯାଇଛି ।

ସୂଚନାଯୋଗ୍ୟ, ଲୋକସେବା ଭବନର ସମ୍ମେଳନ କକ୍ଷରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୪ତମ ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକ ଅନୁଷ୍ଠିତ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026
Latest News

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

June 23, 2026

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.