Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମୀକ୍ଷାର ପ୍ରଭାବ: ମଧ୍ୟାହ୍ନ ଭୋଜନ ଘୋଟଲାର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
ଆଜିର ଖବର

ସମୀକ୍ଷାର ପ୍ରଭାବ: ମଧ୍ୟାହ୍ନ ଭୋଜନ ଘୋଟଲାର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

February 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ସମୀକ୍ଷାର ମହା ପ୍ରଭାବ। ମଧ୍ୟାହ୍ନ ଭୋଜନ ଦୁର୍ନୀତି ନେଇ ଏକ ଖବର ପ୍ରକାଶ ପାଇବା ପରେ ଜିଲ୍ଲାପାଳ ମାମଲାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଫେବୃୟାରୀ ୨୭ ତାରିଖ ଶୁକ୍ରବାର ଦିନ ସମୀକ୍ଷାରେ ଏ ସମ୍ପର୍କିତ ଖବର ପ୍ରକାଶ ପାଇବା ପରେ ଜିଲ୍ଲାପାଳ ଏହି ମାମଲାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

ଏରସମା ବ୍ଲକର୧୭ଟି କ୍ଲଷ୍ଟରରେ ୨୧୬ବିଦ୍ୟାଳୟରେ ୧୩ହଜାରରୁ ଅଧିକ ଛାତ୍ରଛାତ୍ରୀ ଥିବାବେଳେ ଦୈନିକ ମୁଣ୍ଡପିଛା ଶହେରୁ ଦେଢଶହ ଗ୍ରାମ ଚାଉଳ ହିସାବରେ ୭୦ଦିନର ଘୋଟାଲାର ପରିମାଣ ଜଣାପଡେ। ଚଳିତ ଫେବୃୟାରୀ ମାସର ଗତ ସପ୍ତାହ ଠାରୁ ଏପର୍ଯ୍ୟନ୍ତ ଏରସମାର ଅନେକ ବିଦ୍ୟାଳୟରେ ଚୁଲି କିମ୍ବା ଗ୍ୟାସ ଜଳିନଥିବା ବେଳେ ସମସ୍ତ ବିଦ୍ୟାଳୟରେ ରୋଷେଇ ଚାଲିଥିବା ମୋବାଇଲ ମଧ୍ୟାହ୍ନ ଭୋଜନ ଆପରେ ଶତପ୍ରତିଶତ ରିପୋର୍ଟ ଯାଇଥିବା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟ ପକ୍ଷରେ ଏରସମା ବ୍ଲକର ବିଦ୍ୟାଳୟ ମାନଙ୍କରେ ୭୦ଦିନର ଚାଉଳ ନଦେଇ ବକେୟା ରଖିଥିବା ବିତରଣକାରୀ ସ୍ଥାନରେ ଅନ୍ୟଜଣେ ବିତରଣକାରୀକୁ ପ୍ରଶାସନ ନିଯୁକ୍ତି ଦେଇଥିବା ଶୁଣିବାକୁ ମିଳୁଛି। ମଧ୍ୟାହ୍ନ ଭୋଜନ ଚାଉଳ ଦୁର୍ନୀତି ସମ୍ପର୍କରେ ବିଭାଗୀୟ ଅଧିକାରୀ ପାଟି ଖୋଲୁନାହାଁନ୍ତି।

 

jagatsinghpur middaymeal
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ବଢିବ ଲୋକସଭା ଆସନ ସଂଖ୍ୟା!: ୫୪୩ ରୁ ହେବ ୮୫୦

April 14, 2026

‘ପେଟ୍ରୋଲ ୧୮ ଏବଂ ଡିଜେଲ ୩୫ ଟଙ୍କା ମହଙ୍ଗା ହେବ’!: ଏହି ରିପୋର୍ଟରେ ଦାବି

April 14, 2026
Latest News

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ଉତ୍ତରାଖଣ୍ଡରେ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କାହିଁକି?

April 14, 2026

ବଢିବ ଲୋକସଭା ଆସନ ସଂଖ୍ୟା!: ୫୪୩ ରୁ ହେବ ୮୫୦

April 14, 2026

‘ପେଟ୍ରୋଲ ୧୮ ଏବଂ ଡିଜେଲ ୩୫ ଟଙ୍କା ମହଙ୍ଗା ହେବ’!: ଏହି ରିପୋର୍ଟରେ ଦାବି

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.