Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀଜୀଉଙ୍କ ଦର୍ଶନ କଲେ ଅମିତ ଶାହ
ଆଜିର ଖବର

ଶ୍ରୀଜୀଉଙ୍କ ଦର୍ଶନ କଲେ ଅମିତ ଶାହ

February 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଦୁଇ ଦିନିଆ ଓଡିଶା ଗସ୍ତରେ ରହିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ଶନିବାର ସକାଳୁ ଶାହା ମହାପ୍ରଭୁଙ୍କ ଦର୍ଶନ ପାଇଁ ଯାଇଥିଲେ । ଶାହାଙ୍କ ସହିତ କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ, ପ୍ରହ୍ଲାଦ ସିଂ ପଟେଲ ଏବଂ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଉପସ୍ଥିତ ଅଛନ୍ତି । ଏମାନଙ୍କ ବ୍ୟତିତ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ ପ୍ରବକ୍ତା ସମ୍ବିତ ପାତ୍ର ମଧ୍ୟ ଉପସ୍ଥିତ ଅଛନ୍ତି । ଶାହାଙ୍କ ଗସ୍ତ ପାଇଁ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଜଗନ୍ନାଥଙ୍କ ଦର୍ଶନ ପରେ ଭୁବନେଶ୍ବର ଆସି ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ପରେ ଶାହା ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

amitshah Puri
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

October 16, 2026

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ : ଅକ୍ଟୋବର ୨୬ରୁ ’ଘରକୁ ଘର ସର୍ଭେ’

October 16, 2026

୧୮ରେ ଶପଥ ନେବେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ

October 16, 2026

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026
Latest News

ଏସୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

October 16, 2026

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ : ଅକ୍ଟୋବର ୨୬ରୁ ’ଘରକୁ ଘର ସର୍ଭେ’

October 16, 2026

୧୮ରେ ଶପଥ ନେବେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ

October 16, 2026

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026

ଲଦାଖରେ ୩୩୫୦ କୋଟି ମୂଲ୍ୟର ୫ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.