Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାୟାକଳ୍ପ ଆୱାର୍ଡ ପାଇଲେ ବ୍ରହ୍ମପୁର ୭ଟି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର
ଆଜିର ଖବର

କାୟାକଳ୍ପ ଆୱାର୍ଡ ପାଇଲେ ବ୍ରହ୍ମପୁର ୭ଟି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

February 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: ଜାତୀୟ ସ୍ୱାସ୍ଥ୍ୟ ମିଶନ ଯଥା ଓଡ଼ିଶାରେ ପ୍ରଚଳିତ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରଦତ୍ତ କାୟାକଳ୍ପ ପୁରସ୍କାର ଘୋଷିତ ହୋଇଛି। ଏହି ତାଲିକାରେ ଗଂଜାମର ବ୍ରହ୍ମପୁରର ୭ଟି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ସ୍ଥାନ ପାଇଛନ୍ତି। ଗର୍ବର ବିଷୟ ପ୍ରଥମ ତିନୋଟି ସ୍ଥାନରେ ବ୍ରହ୍ମପୁରର ଚିକିତ୍ସାଳୟଗୁଡ଼ିକ ବାଜିମାତ୍ କରିଛନ୍ତି। ୧୫ଟି ଶୀର୍ଷ ସ୍ଥାନ ମଧ୍ୟରେ ବ୍ରହ୍ମପୁରର ୭ଟି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ରହିଛି। ଏଥିପାଇଁ ବ୍ରହ୍ମପୁର ମହାନଗର ନିଗମକୁ ସମସ୍ତେ ଶୁଭେଚ୍ଛାର ପ୍ରଦାନ କରିଛନ୍ତି।

କାୟାକଳ୍ପ ପୁରସ୍କାର ୨୦୧୯-୨୦ରେ ବ୍ରହ୍ମପୁରର ଆଗା ସାହି ୟୁପିଏଚ୍‌ସି ପ୍ରଥମ, ବ୍ରହ୍ମପୁର ଆସିକା ରୋଡ଼୍ ୟୁପିଏଚ୍‌ସି ଏବଂ ବୈକୁଣ୍ଠନଗର ୟୁପିଏଚ୍‌ସି ଯୁଗ୍ମ ଭାବେ ପ୍ରଥମ ରନର୍ସଅପ୍ ଭାବେ ରହିଛନ୍ତି। ସେହିପରି ୬ ନମ୍ବରରେ ବ୍ରହ୍ମପୁର ଆମ୍ବପୁଆ ୟୁପିଏଚ୍‌ସି, ୧୧ତମ ସ୍ଥାନରେ ବ୍ରହ୍ମପୁର ଖୋଡ଼ିସିଂ ୟୁପିଏଚ୍‌ସି, ୧୩ତମ ସ୍ଥାନରେ ବ୍ରହ୍ମପୁରର ଉତ୍ତରମୁଖୀ ୟୁପିଏଚ୍‌ସି, ୧୪ତମ ସ୍ଥାନରେ ବ୍ରହ୍ମପୁର ଗୁଡ଼୍‌ସସେଡ଼୍ ରୋଡ଼୍ ୟୁପିଏଚ୍‌ସି ରହିଛି। ଗର୍ବର କଥାରେ ବ୍ରହ୍ମପୁରର ସମସ୍ତ ୭ଟି ଯାକ ୟୁପିଏଚ୍‌ସି ବିଜୟୀ ଏହି ଆୱାର୍ଡ଼ ତାଲିକାରେ ସ୍ଥାନ ପାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026

ଏବେ ବିଶ୍ୱକୁ ମୁକ୍ତ ଭାବରେ ତେଲ ବିକ୍ରୟ କରିବ ଇରାନ: ଭାରତ ହେବ ଲାଭବାନ!

June 23, 2026
Latest News

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.