Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ହିଂସା : 167ଟି ଏଫଆଇଆର ରୁଜୁ, ଆଜିଠାରୁ ମିଳିବ ଅନୁକମ୍ପା ରାଶି
ଆଜିର ଖବର

ଦିଲ୍ଲୀ ହିଂସା : 167ଟି ଏଫଆଇଆର ରୁଜୁ, ଆଜିଠାରୁ ମିଳିବ ଅନୁକମ୍ପା ରାଶି

March 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଉତ୍ତର-ପୂର୍ବ ଦିଲ୍ଲୀରେ ପରିସ୍ଥିତି ଧୀରେ ଧୀରେ ସ୍ୱାଭାବିକ ହେବାକୁ ଲାଗିଛି। ଦିଲ୍ଲୀ ହିଂସାରେ 167 ଏଫଆଇଆର ହୋଇଥିବା ବେଳେ 885 ଜଣ ସନ୍ଦିଗ୍ଧ ଧରାପଡ଼ିଛନ୍ତି। ମୃତକଙ୍କ ସଂଖ୍ୟା 43 ହୋଇଥିବା ବେଳେ ଜାତୀୟ ରାଜଧାନୀ ଅନ୍ତର୍ଗତ ଗୁରୁ ତେଗ ବାହାଦୂର ଡାକ୍ତରଖାନା ଓ ଏଲଏନଜେପି ହସ୍ପିଟାଲରେ 200ରୁ ଅଧିକ ଆହତଙ୍କ ଚିକିତ୍ସା ଜାରି ରହିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀଓ୍ବାଲ ଶନିବାର ସନ୍ଧ୍ୟାରେ ଦିଲ୍ଲୀ ହିଂସାକୁ ନେଇ ଏକ ସମୀକ୍ଷା ବୈଠକ କରିଥିଲେ।

ଆଜିଠାରୁ ଦିଲ୍ଲୀ ହିଂସାରେ ମୃତକ ଓ ଆହତ ପରିବାରକୁ ଅନୁକମ୍ପା ପ୍ରଦାନ କରାଯିବ। ପୀଡ଼ିତମାନଙ୍କୁ ଫାର୍ମ ପଠାଯାଉଛି। ଯେଉଁଲୋକଙ୍କ ଘର ନାହିଁ, ସେମାନଙ୍କ ପାଇଁ ଆଶ୍ରୟ ଗୃହର ବ୍ୟବସ୍ଥା କରାଯାଉଛି। ଏବେ ଦିଲ୍ଲୀରେ ହିଂସା ନିୟନ୍ତ୍ରଣରେ ରହିଛି। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026

ପ୍ରେମିକାକୁ ହତ୍ୟା କରି ପ୍ରେମିକ ଗିରଫ

June 11, 2026

ପିଲାଙ୍କ ଅନଲାଇନ୍ ସୁରକ୍ଷା ପାଇଁ କଡ଼ା ପଦକ୍ଷେପ: ୧୬ ବର୍ଷରୁ କମ୍ ବୟସ୍କ ପିଲାଙ୍କ ପାଇଁ ସୋସିଆଲ ମିଡିଆ ନିଷେଧ

June 11, 2026
Latest News

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026

ପ୍ରେମିକାକୁ ହତ୍ୟା କରି ପ୍ରେମିକ ଗିରଫ

June 11, 2026

ପିଲାଙ୍କ ଅନଲାଇନ୍ ସୁରକ୍ଷା ପାଇଁ କଡ଼ା ପଦକ୍ଷେପ: ୧୬ ବର୍ଷରୁ କମ୍ ବୟସ୍କ ପିଲାଙ୍କ ପାଇଁ ସୋସିଆଲ ମିଡିଆ ନିଷେଧ

June 11, 2026

ଗୋଟିଏ ଟ୍ରାକରେ ଦୁଇଟି ଟ୍ରେନ ମୁହାଁମୁହିଁ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.