Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଘଟଣାରେ ବ୍ୟାଙ୍କ ମ୍ୟାନେଜର ମୃତ
ଆଜିର ଖବର

ଦୁର୍ଘଟଣାରେ ବ୍ୟାଙ୍କ ମ୍ୟାନେଜର ମୃତ

March 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: ଏକ ଦୁଃଖଦ ଘଟଣାକ୍ରମେ ଜନୈକ ବ୍ୟାଙ୍କ ମ୍ୟାନେଜରଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଭଗବାନ ସାହୁ (୫୪)। ଘଟଣାରୁ ପ୍ରକାଶ ଯେ  ଗତକାଲି ନୂତନ ଭାବେ ସୋନପୁର ଗ୍ରାମୀଣ ବ୍ୟାଙ୍କରେ ମ୍ୟାନେଜର ଭାବେ ଯୋଗ ଦେଇ ଆସୁଥିବା ଭଗବାନ ସାହୁ ଏବଂ ସୋନପୁର ବ୍ୟାଙ୍କର ବିଦାୟୀ ମ୍ୟାନେଜର ମହେନ୍ଦ୍ର ତ୍ରିପାଠୀ ଏକ ଗ୍ଳାମର ବାଇକ୍ (ଓଡ଼ି ୦୭ ଜେ ୭୫୨୭) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ବିପରୀତ ଦିଗରୁ ଏକ ଟ୍ରକ ତାଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକ୍ ଚଳାଉଥିବା ବ୍ୟାଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଥିବାବେଳେ ବିଦାୟୀ ମ୍ୟାନେଜର ମହେନ୍ଦ୍ର ତ୍ରିପାଠୀ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡ଼ିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.