ପିକଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ : ଡ୍ରାଇଭର ଗୁରୁତର

Published: Mar 1, 2020, 12:53 pm IST

ବବୁଲୁ ସାହୁ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭାଳୁପିଆଠାରେ ପି୍କଅପ୍‌ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଡ୍ରାଇଭର ଜଣକ ଗୁରୁତର ହୋଇଛନ୍ତି । ଗୁରୁତର ଡ୍ରାଇଭରକୁ ସଙ୍ଗେ ସଙ୍ଗେ କର୍ଲାମୁଣ୍ଡା ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି । ତେବେ ଏହି ଦୁର୍ଘଟଣା କେଉଁ କାରଣରୁ ଘଟିଛି ତାହା ଜଣାପଡିନାହିଁ ।

Related posts