Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»400 ଗ୍ରାମ୍‌ର ବ୍ରାଉନ୍‌ ସୁଗାର ଜବତ : 3 ଗିରଫ
ଆଜିର ଖବର

400 ଗ୍ରାମ୍‌ର ବ୍ରାଉନ୍‌ ସୁଗାର ଜବତ : 3 ଗିରଫ

March 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ବାଲେଶ୍ବରର ଜଳେଶ୍ବରରୁ 400 ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଛି । ସେକ୍‌ବାଡରୁ ଏହି ଧଳା ଜହର ଜବତ କରାଯିବା ସହିତ 3 ଜଣଙ୍କୁ ଗିରଫ କରାଯାଇଛି । ଜଳେଶ୍ବରର ସେକ୍‌ ସିଦ୍ଦିକି ସମେତ ପଶ୍ଚିମବଙ୍ଗର ଦୁଇ ବେପାରୀଙ୍କୁ ଗିରଫ କରାଯାଇଛି । ଜବତ କରାଯାଇଥିବା ଧଳାଜହରର ମୂଲ୍ୟ ଅନ୍ତର୍ଜାତୀୟ ବଜାରରେ 40 ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି ।

balasore caa
Share. Facebook Twitter LinkedIn Email WhatsApp Copy Link

Related Posts

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ ଜଳିବ ‘ଆଶୀର୍ବାଦର ଦୀପ’: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 15, 2026

ଆଜି ଗଣପର୍ବ ନୂଆଁଖାଇ: ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର

September 15, 2026

ରାଶିଫଳ: ସେପ୍ଟେମ୍ବର ୧୫ ତାରିଖରେ ସାତୋଟି ରାଶି ପାଇଁ ରହିଛି ଖୁସି ଖବର

September 15, 2026
Latest News

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ ଜଳିବ ‘ଆଶୀର୍ବାଦର ଦୀପ’: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 15, 2026

ଆଜି ଗଣପର୍ବ ନୂଆଁଖାଇ: ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର

September 15, 2026

ରାଶିଫଳ: ସେପ୍ଟେମ୍ବର ୧୫ ତାରିଖରେ ସାତୋଟି ରାଶି ପାଇଁ ରହିଛି ଖୁସି ଖବର

September 15, 2026

ସାମାନ୍ୟ ବିବାଦରୁ ବୋମାମାଡ଼

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.