Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏଏ, ଏନ୍‌ଆରସି ଓ ଏନପିଆର ବିରୋଧରେ ପ୍ରସ୍ତାବ ଆଣିବାର ଆବଶ୍ୟକତା ନାହିଁ : ଅଜିତ୍‌ ପାଓ୍ବାର
ଆଜିର ଖବର

ସିଏଏ, ଏନ୍‌ଆରସି ଓ ଏନପିଆର ବିରୋଧରେ ପ୍ରସ୍ତାବ ଆଣିବାର ଆବଶ୍ୟକତା ନାହିଁ : ଅଜିତ୍‌ ପାଓ୍ବାର

March 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ର : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ  ତଥା ରାଷ୍ଟ୍ରବାଦୀ କଂଗ୍ରେସ ଦଳର ବରିଷ୍ଠ ନେତା ଅଜିତ୍‌ ପାଓ୍ବାର ନାଗରିକତା ସଂଶୋଧନ ଆଇନକୁ ନେଇ ଏକ ବୟାନ ଦେଇଛନ୍ତି । ଅଜିତ୍‌ କହିଛନ୍ତି ଯେ, ସିଏଏ, ଏନ୍‌ଆରସି, ଏନପିଆରକୁ ନେଇ ରାଜ୍ୟର ଲୋକଙ୍କୁ କିଛି ଚିନ୍ତା କରିବାର ଆବଶ୍ୟକତା ନାହିଁ । ସେହିପରି ଏହି ତିନି ଆଇନ ବିରୋଧରେ ବିଧାନସଭାର ବି ପ୍ରସ୍ତାବ ଆଣିବାର  ଆବଶ୍ୟକତା ମଧ୍ୟ ନାହିଁ । କିଛି ଲୋକେ ଏହି ପ୍ରସଙ୍ଗରେ ମିଥ୍ୟା ସୂଚନାକୁ ବଢାଇ ଆଲୋଚନା କରୁଛନ୍ତି । ଏହି ଆଇନକୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ  ବୋଲି କହିଛନ୍ତି ଅଜିତ୍ ପାଓ୍ବାର । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ମଧ୍ୟ ଗତ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ ପରେ ସିଏଏକୁ ନେଇ ଡରିବାର କୌଣସି ଆବଶ୍ୟକତା ନାହିଁ ବୋଲି କହିଥିଲେ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ସିଲିଣ୍ଡର ବିତରଣ ନାମରେ ନୂଆ ଠକେଇ: ମାର୍ଗଦର୍ଶିକା ଜାରି କଲେ ଗ୍ୟାସ୍ କମ୍ପାନୀ

June 11, 2026

ଆଫଗାନିସ୍ତାନକୁ 350 ରନ୍‌ର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ: ପୁଣି ଚମକିଲେ ଋତୁରାଜ-ତିଲକ

June 11, 2026

ଏବେ କଲ୍ୟାଣ ବାନାର୍ଜୀଙ୍କର ବିଦ୍ରୋହର ସ୍ଵର!: ମମତା ବାନାର୍ଜୀଙ୍କ ସମ୍ମୁଖରେ ରଖିଲେ ବଡ ସର୍ତ୍ତ

June 11, 2026

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026
Latest News

ସିଲିଣ୍ଡର ବିତରଣ ନାମରେ ନୂଆ ଠକେଇ: ମାର୍ଗଦର୍ଶିକା ଜାରି କଲେ ଗ୍ୟାସ୍ କମ୍ପାନୀ

June 11, 2026

ଆଫଗାନିସ୍ତାନକୁ 350 ରନ୍‌ର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ: ପୁଣି ଚମକିଲେ ଋତୁରାଜ-ତିଲକ

June 11, 2026

ଏବେ କଲ୍ୟାଣ ବାନାର୍ଜୀଙ୍କର ବିଦ୍ରୋହର ସ୍ଵର!: ମମତା ବାନାର୍ଜୀଙ୍କ ସମ୍ମୁଖରେ ରଖିଲେ ବଡ ସର୍ତ୍ତ

June 11, 2026

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.