Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଡାକଡି ଟ୍ରାଫିକ୍‌ ନିୟମ : ଜରିମାନା ସହ ଦୁଇଟି ବସ୍‌କୁ ସିଜ୍‌ କଲେ ଆରଟିଓ
ଆଜିର ଖବର

କଡାକଡି ଟ୍ରାଫିକ୍‌ ନିୟମ : ଜରିମାନା ସହ ଦୁଇଟି ବସ୍‌କୁ ସିଜ୍‌ କଲେ ଆରଟିଓ

March 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଆଜି ଏକ ଘରୋଇ ଶିକ୍ଷାନୁଷ୍ଠାନର ଦୁଇଟି ବସ୍‌କୁ ସିଜ୍‌ କରାଯାଇଛି। ଫିଟ୍‌ନେସ୍‌ ନଥାଇ ରାସ୍ତାରେ ଗଡିବା ଅଭିଯୋଗରେ ସିଜ୍‌। ବୈଧ ପଞ୍ଜୀକରଣ ଓ ପଲ୍ୟୁସନ୍‌ ନିୟମ ଉଲ୍ଲଂଘନ କରିଥିବାରୁ ଏହି ଜରିମାନା ଆଦାୟ କରାଯାଇଛି। ଉଭୟ ବସ୍‌କୁ 25 ହଜାର 5 ଶହ ଲେଖାଏଁ ଜରିମାନା ଆଦାୟ କଲେ ଆରଟିଓ-1। ମାର୍ଚ୍ଚ 1 ତାରିଖରୁ ମୋଟର ଯାନ ଆଇନ କଡ଼ାକଡ଼ି ପାଳନ କରାଯାଇଛି।  ଦିଆଯାଇଥିବା ୬ ମାସର ଅବଧି ପୂରିଯାଇଥିବା ବେଳେ ଏଥର ଯାଞ୍ଚ କଡ଼ାକଡ଼ି କରାଯାଉଛି। ନୂଆ ମୋଟର ଯାନ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ କରାଯାଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

​ଜମ୍ମୁ-କଶ୍ମୀରରେ ଗଞ୍ଜାମ ପର୍ଯ୍ୟଟକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବା ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରୟାସ

September 2, 2026

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026
Latest News

​ଜମ୍ମୁ-କଶ୍ମୀରରେ ଗଞ୍ଜାମ ପର୍ଯ୍ୟଟକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବା ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରୟାସ

September 2, 2026

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026

​ଗଞ୍ଜାମ ଜିଲ୍ଲାର ୧୨ଟି ଉଚ୍ଚ ବିଦ୍ୟାଳୟକୁ +୨ ବିଦ୍ୟାଳୟର ମାନ୍ୟତା: ସାଧୁବାଦ ଜଣାଇଲେ ସାଂସଦ

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.