Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ହିଂସାକୁ ନେଇ ସଂସଦରେ ବିରୋଧୀଙ୍କ ପ୍ରବଳ ହଙ୍ଗାମା
ଆଜିର ଖବର

ଦିଲ୍ଲୀ ହିଂସାକୁ ନେଇ ସଂସଦରେ ବିରୋଧୀଙ୍କ ପ୍ରବଳ ହଙ୍ଗାମା

March 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀ ହିଂସାର ଚିତ୍କାର ସ୍ବର ଏବେ ସଂସଦ ଭବନରେ ଗୁଞ୍ଜରିତ ହେଉଛି ।  ଆଜି ସଂସଦର ଦୁଇ ସଭା ଲୋକସଭା ଓ ରାଜ୍ୟସଭାରେ ଦିଲ୍ଲୀ ହିଂସାକୁ ନେଇ ଜୋରସୋରରେ ହଙ୍ଗାମା ହୋଇଛି । ଦିଲ୍ଲୀ ହିଂସା ନେଇ ଉଭୟ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଏଥିପାଇଁ ଗୃହ ମନ୍ତ୍ରୀ ଅମିତ ଶାହାଙ୍କୁ ଦାୟୀ କରାଯାଇଛି। ଶାହା ନୈତିକତା ଦୃଷ୍ଟିରୁ ଇସ୍ତଫା ଦିଅନ୍ତୁ ବୋଲି ବିରୋଧୀ ଦାବି କରିଛନ୍ତି। ଲୋକ ସଭାରେ ଏନେଇ ହଟ୍ଟଗୋଳ ହୋଇଛି। କଂଗ୍ରେସ ସଦସ୍ୟ ଶାହାଙ୍କ ଇସ୍ତଫା ଦାବି ଲେଖାଥିବା ପ୍ଲାକାର୍ଡ ଧରି ଗୃହ ମଝିକୁ ଆସି ହଟ୍ଟଗୋଳ କରିଥିଲେ। ହିଂସାରେ ଦିଲ୍ଲୀ ଜଳୁଥିବାବେଳେ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରି ନୀରବ ରହିଥିବାର ଅଭିଯୋଗ କରିଛନ୍ତି ଗୁଲାମ ନବୀ ଆଜାଦ୍‌ । ମିଳିଥିବା ସୂତ୍ର ଅନୁସାରେ ଗୃହ ମନ୍ତ୍ରୀ ଅମିତ୍ ଶାହା ଦିଲ୍ଲୀ ହିଂସାକୁ ନେଇ ଉତ୍ତର ରଖିବେ ବୋଲି ଜଣାପଡିଛି ।

ସେହିପରି ଏଆଇଏମ୍‌ଆଇଏମ୍‌ର ସାଂସଦ ଓଓ୍ବେସୀ ମଧ୍ୟ ଦିଲ୍ଲୀ ହିଂସାକୁ ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ଅପରପକ୍ଷରେ ସଂସଦରେ ଆଜି ଆପ୍‌ ନେତା ସଞ୍ଜୟ ସିଂହ ମଧ୍ୟ ଦିଲ୍ଲୀ ହିଂସାକାଣ୍ଡର ନିରପେପକ୍ଷ ତଦନ୍ତ ପାଇଁ ଦାବି କରିଛନ୍ତି । ଦିଲ୍ଲୀ ହିଂସାରେ ଏପର୍ଯ୍ୟନ୍ତ 46ଙ୍କର ମୃତ୍ୟୁ ହୋଇଥିବାବେଳେ 200 ଜଣ ଆହତ ହୋଇଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡି ଛାଡି ବିଜେପିରେ ମିଶିଲେ କଳାହାଣ୍ଡିର ନେତା ପୁଷ୍ପେନ୍ଦ୍ର ସିଂହଦେଓ

July 26, 2026

ଛାତ୍ର ଆନ୍ଦୋଳନ ସମୟରେ ଭଙ୍ଗାରୁଜା ଅଭିଯୋଗ: ଜେଲ ଗଲେ ତେଜ ପ୍ରତାପ ଯାଦବ

July 26, 2026

ବିସିସିଆଇ ସମୀକ୍ଷା ବୈଠକ: ଇଂଲଣ୍ଡଠାରୁ ପରାଜୟ ପରେ ଅଡୁଆରେ ସପୋର୍ଟ ଷ୍ଟାଫ୍

July 26, 2026

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍’ ପାଇଁ ଚୟନ ଯୁବକଯୁବତୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

July 26, 2026
Latest News

ବିଜେଡି ଛାଡି ବିଜେପିରେ ମିଶିଲେ କଳାହାଣ୍ଡିର ନେତା ପୁଷ୍ପେନ୍ଦ୍ର ସିଂହଦେଓ

July 26, 2026

ଛାତ୍ର ଆନ୍ଦୋଳନ ସମୟରେ ଭଙ୍ଗାରୁଜା ଅଭିଯୋଗ: ଜେଲ ଗଲେ ତେଜ ପ୍ରତାପ ଯାଦବ

July 26, 2026

ବିସିସିଆଇ ସମୀକ୍ଷା ବୈଠକ: ଇଂଲଣ୍ଡଠାରୁ ପରାଜୟ ପରେ ଅଡୁଆରେ ସପୋର୍ଟ ଷ୍ଟାଫ୍

July 26, 2026

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍’ ପାଇଁ ଚୟନ ଯୁବକଯୁବତୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

July 26, 2026

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.