Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିହତ ଆଇବି ଅଫିସରଙ୍କ ପରିବାରକୁ 1 କୋଟିର ସହାୟତା ରାଶି
ଆଜିର ଖବର

ନିହତ ଆଇବି ଅଫିସରଙ୍କ ପରିବାରକୁ 1 କୋଟିର ସହାୟତା ରାଶି

March 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନିହତ ଆଇବି ଅଫିସର ଅଙ୍କିତ ଶର୍ମାଙ୍କ ପରିବାରକୁ ଦିଲ୍ଲୀ ସରକାରଙ୍କ ପକ୍ଷରୁ 1 କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସୋମବାର ଦିନ ଏହି ସହାୟତା ରାଶି ଘୋଷଣା କରିଛନ୍ତି । ଉତ୍ତରପୂର୍ବ ଦିଲ୍ଲୀରେ ଘଟିଥିବା ହିଂସାକାଣ୍ଡରେ ଗୁଇନ୍ଦା ବିଭାଗ ଅଧିକାରୀ ଅଙ୍କିତ ଶର୍ମା ପ୍ରାଣ ହରାଇଥିଲେ । ସୋମବାର କେଜ୍ରିଓ୍ବାଲ 1 କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିବା ସହିତ ପରିବାରର ଜଣଙ୍କୁ ସରକାରୀ ଚାକିରିର ଘୋଷଣା କରିଛନ୍ତି । ସୋସିଆଲ ମିଡିଆ ସାଇଟ୍‌ ଟ୍ବିଟ୍ଟର ଜରିଆରେ ଅରବିନ୍ଦ କେଜ୍ରିଓ୍ବାଲ ଏହି ଘୋଷଣା କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଫେବୃୟାରୀ 26 ତାରିଖରେ ଦିଲ୍ଲୀର ଚାନ୍ଦ ବାଗରେ ଆଇବି ଅଫିସର ଅଙ୍କିତ ଶର୍ମାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା । (ଏଜେନ୍ସି)

ankitsharma delhiviolence kejriwal
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନରେ ପ୍ରବେଶ କଲା ଦିଲ୍ଲୀରୁ ଅମୃତସର ଯାଉଥିବା ବିମାନ: ଇସଲାମାବାଦରେ ଆତଙ୍କ

June 24, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ: ବାତିଲ ହେଲା ଏହି ସବୁ ଟ୍ରେନ

June 24, 2026

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026
Latest News

ପାକିସ୍ତାନରେ ପ୍ରବେଶ କଲା ଦିଲ୍ଲୀରୁ ଅମୃତସର ଯାଉଥିବା ବିମାନ: ଇସଲାମାବାଦରେ ଆତଙ୍କ

June 24, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ: ବାତିଲ ହେଲା ଏହି ସବୁ ଟ୍ରେନ

June 24, 2026

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026

ଟି-୨୦ ରାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କଲା ଭାରତ: ଅଭିଷେକ ନମ୍ବର ଏକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.