Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା : ପରୀକ୍ଷା ଦେବେ 3ଲକ୍ଷ 50 ହଜାରରୁ ଅଧିକ ଛାତ୍ରଛାତ୍ରୀ
ଆଜିର ଖବର

ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା : ପରୀକ୍ଷା ଦେବେ 3ଲକ୍ଷ 50 ହଜାରରୁ ଅଧିକ ଛାତ୍ରଛାତ୍ରୀ

March 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଆଜିଠାରୁ ଆରମ୍ଭ ହେଉଛି । ଏହା ମାର୍ଚ୍ଚ 28ରେ ଶେଷ ହେବ । ବିଜ୍ଞାନ, ବାଣିଜ୍ୟ ଓ କଳା ବିଷୟରେ ଚଳିତ ବର୍ଷ 3ଲକ୍ଷ 50 ହଜାର 800 ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ସେଥିପାଇଁ ମୋଟ 114୩ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ପରୀକ୍ଷାରେ ଶାନ୍ତିଶୃଙ୍ଖଳା ଓ ସ୍ୱଚ୍ଛତା ଆଣିବା ପାଇଁ ସିସିଟିଭି ଖଞ୍ଜା ଯାଇଥିବା ବେଳେ ପୋଲିସ ଓ ସ୍କ୍ୱାର୍ଡ ଟିମ ଗଠନ କରାଯାଇଛି । ପ୍ରଶ୍ନପତ୍ର ଯେଭଳି ଭାଇରାଲ ନହୁଏ, ସେଥିପାଇଁ ଅଧିକାରୀମାନେ ନଜର ରଖିବାକୁ ପ୍ରସ୍ତୁତ ଅଛନ୍ତି । ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନକୁ 350 ରନ୍‌ର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ: ପୁଣି ଚମକିଲେ ଋତୁରାଜ-ତିଲକ

June 11, 2026

ଏବେ କଲ୍ୟାଣ ବାନାର୍ଜୀଙ୍କର ବିଦ୍ରୋହର ସ୍ଵର!: ମମତା ବାନାର୍ଜୀଙ୍କ ସମ୍ମୁଖରେ ରଖିଲେ ବଡ ସର୍ତ୍ତ

June 11, 2026

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026
Latest News

ଆଫଗାନିସ୍ତାନକୁ 350 ରନ୍‌ର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ: ପୁଣି ଚମକିଲେ ଋତୁରାଜ-ତିଲକ

June 11, 2026

ଏବେ କଲ୍ୟାଣ ବାନାର୍ଜୀଙ୍କର ବିଦ୍ରୋହର ସ୍ଵର!: ମମତା ବାନାର୍ଜୀଙ୍କ ସମ୍ମୁଖରେ ରଖିଲେ ବଡ ସର୍ତ୍ତ

June 11, 2026

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026

ଶକିରା ଏବଂ କେଟି ପେରିଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଆରମ୍ଭ ହେବ ଫିଫା ବିଶ୍ୱକପ୍-୨୦୨୬

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.