Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିରେ ନୂଆ ସଙ୍ଗଠନ ସମ୍ପାଦକ ହେଲେ ପ୍ରଣବ ପ୍ରକାଶ ଦାସ
ଆଜିର ଖବର

ବିଜେଡିରେ ନୂଆ ସଙ୍ଗଠନ ସମ୍ପାଦକ ହେଲେ ପ୍ରଣବ ପ୍ରକାଶ ଦାସ

March 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଣବ ପ୍ରବକାଶ ଦାସଙ୍କୁ ନୂତନ ଦାୟିତ୍ବ ଦେଇଛନ୍ତି । ବିଜେଡିର ନୂତନ ସଂଗଠନ ସମ୍ପାଦକ ଭାବରେ ପ୍ରଣବ ପ୍ରକାଶ ଦାସଙ୍କୁ ଦାୟିତ୍ବ ଦିଆଯାଇଛି । ଭୁବନେଶ୍ବରର ଦଳୀୟ କାର୍ଯ୍ୟାଳୟ ଠାରେ ଏହା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ଦଳର ସମସ୍ତ ସାଙ୍ଗଠନିକ କାର୍ଯ୍ୟର ଦାୟିତ୍ବ ପ୍ରଣବ ପ୍ରକାଶ ଦାସ ନେବେ । ୨୦୧୪ ଓ ୨୦୧୯ ନିର୍ବାଚନରେ ପ୍ରଣବଙ୍କର ଉଲ୍ଲେଖନୀୟ ଅବଦାନ ରହିଛି । ବିଜେପୁର ଓ ପାଟକୁରା ଉପନିର୍ବାଚନରେ ବି ଦଳ ପାଇଁ ଦାୟିତ୍ବ ନେଇଥିଲେ ପ୍ରଣବ ।

ପ୍ରଣବ ପ୍ରକାଶ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026
Latest News

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.