Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ହିଂସାକାଣ୍ଡ : ନିଲମ୍ବିତ ଆପ୍‌ ନେତା ତାହିର ହୁସେନ୍‌ ଗିରଫ
ଆଜିର ଖବର

ଦିଲ୍ଲୀ ହିଂସାକାଣ୍ଡ : ନିଲମ୍ବିତ ଆପ୍‌ ନେତା ତାହିର ହୁସେନ୍‌ ଗିରଫ

March 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀ ହିଂସାକାଣ୍ଡର ମୁଖ୍ୟ ଅଭିଯୁକ୍ତ ତଥା ଆପ୍‌ ନେତା ତାହିର୍‌ ହୁସେନ୍‌ଙ୍କୁ ଦିଲ୍ଲୀ ପୋଲିସ୍‌ ଗିରଫ କରିଛି । ଆଇବି ଅଫିସର ଅଙ୍କିତ ଶର୍ମାଙ୍କୁ ହତ୍ୟା କରିବା ମାମଲାରେ ତାହିର ହୁସେନଙ୍କୁ ଗିରଫ କରାଯାଇଛି । ଗୁରୁବାର ଦିଲ୍ଳୀ ପୋଲିସ୍‌ ପକ୍ଷରୁ ହୁସେନ୍‌ଙ୍କୁ ଗିରଫ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ,ଉତ୍ତର ପୂର୍ବ ଦିଲ୍ଲୀରେ ହିଂସାକାଣ୍ଡ ଘଟି 47 ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ 200ରୁ ଅଧିକ ଲୋକ ଆହତ ହୋଇଥିଲେ । ଦିଲ୍ଲୀରେ ବର୍ତ୍ତମାନ ସ୍କୁଲ କଲେଜ ଗୁଡିକ ଖୋଲୁଛି ଏବଂ ଶାନ୍ତି ଫେରୁଛି ବୋଲି ଲ୍ୟୁଟନାଣ୍ଟ ଗଭର୍ଣ୍ଣର ଅନୀଲ ବୈଜଲ ପ୍ରକାଶ କରିଛନ୍ତି । (ଏଜେନ୍ସି)

ankitsharma delhiviolence tahirhussain
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନରେ ପ୍ରବେଶ କଲା ଦିଲ୍ଲୀରୁ ଅମୃତସର ଯାଉଥିବା ବିମାନ: ଇସଲାମାବାଦରେ ଆତଙ୍କ

June 24, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ: ବାତିଲ ହେଲା ଏହି ସବୁ ଟ୍ରେନ

June 24, 2026

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026
Latest News

ପାକିସ୍ତାନରେ ପ୍ରବେଶ କଲା ଦିଲ୍ଲୀରୁ ଅମୃତସର ଯାଉଥିବା ବିମାନ: ଇସଲାମାବାଦରେ ଆତଙ୍କ

June 24, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ: ବାତିଲ ହେଲା ଏହି ସବୁ ଟ୍ରେନ

June 24, 2026

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026

ଟି-୨୦ ରାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କଲା ଭାରତ: ଅଭିଷେକ ନମ୍ବର ଏକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.