Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା 8 ତାରିଖରେ ନୂତନ ଦଳର ଘୋଷଣା କରିବେ ବୁଖାରୀ
ଆଜିର ଖବର

ଆସନ୍ତା 8 ତାରିଖରେ ନୂତନ ଦଳର ଘୋଷଣା କରିବେ ବୁଖାରୀ

March 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ : ଗତ କିଛି ମାସ ଧରି ଜମ୍ମୁ କାଶ୍ମୀରରେ ନୂଆ ରାଜନୀତି ମଞ୍ଚ ପ୍ରସ୍ତୁତି କରିବାରେ ଲାଗିଥିବା ପିଡିପିର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥ ମନ୍ତ୍ରୀ ଅଲତାଫ୍‌ ବୁଖାରୀ ମାର୍ଚ୍ଚ 8 ତାରିଖରେ ନିଜର ନୂତନ ଦଳ ଘୋଷଣା କରିବେ ବୋଲି ଜଣାପଡିଛି । ଶ୍ରୀନଗରଗଠାରେ ବୁଖାରୀ ନିଜର ଏହି ନୂତନ ରାଜନୈତିକ ଦଳ ସମ୍ପର୍କରେ ଘୋଷଣା କରିବେ ।

ବୁଖାରୀ କହିଛନ୍ତି ଯେ, ଔପଚାରିକ ଭାବରେ ସେ ମାର୍ଚ୍ଚ 8 ତାରିଖରେ ଶ୍ରୀନଗରରେ ନୂତନ ଦଳର ଘୋଷଣା କରିବେ।  ‘ନିଜ ଦଳ’ରେ ଜମ୍ମୁ କାଶ୍ମୀରର ରାଜନୀତିର କିଛି ବଡ ଚେହେରା ସାମିଲ୍‌ ରହିଥିବାର ବୁଖାରୀ କହିଛନ୍ତି । ଦଳର ଘୋଷଣା ପରେ ଦଳର ପ୍ରଥମ କୋର୍‌ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ମୁଖ୍ୟ ପ୍ରସଙ୍ଗ ଉପରେ ଚର୍ଚ୍ଚା କରାଯିବ ବୋଲି ସୂଚନା ରହିଛି। ତେବେ ପିଡିପିର ସଂରକ୍ଷକ ମୁଜଫର୍‌ ହୁସୈନ୍‌ ବେଗ୍‌ ଏହି ଦଳରେ ସାମିଲ୍‌ ହେବା ନେଇ ସନ୍ଦେହ ରହିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

କୋରାପୁଟରେ ‘ସମରସ ସଙ୍କଳ୍ପ ଅଭିଯାନ’ ଓ ‘ପବିତ୍ର କଳସ ବନ୍ଦନ ଶୋଭାଯାତ୍ରା’

August 26, 2026

ଫ୍ରାନ୍ସରେ ଶକ୍ତିଶାଳୀ ଟର୍ଣ୍ଣାଡୋ: ୩୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଲା, ୪୧ଜଣ ଆହତ

August 26, 2026

ଆଜି ଅଗଷ୍ଟ ୨୬ ତାରିଖ ବୁଧବାରରେ ଏହି ପାଞ୍ଚଟି ରାଶିର ଖୋଲିବ ଭାଗ୍ୟ

August 26, 2026

ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ

August 25, 2026
Latest News

କୋରାପୁଟରେ ‘ସମରସ ସଙ୍କଳ୍ପ ଅଭିଯାନ’ ଓ ‘ପବିତ୍ର କଳସ ବନ୍ଦନ ଶୋଭାଯାତ୍ରା’

August 26, 2026

ଫ୍ରାନ୍ସରେ ଶକ୍ତିଶାଳୀ ଟର୍ଣ୍ଣାଡୋ: ୩୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଲା, ୪୧ଜଣ ଆହତ

August 26, 2026

ଆଜି ଅଗଷ୍ଟ ୨୬ ତାରିଖ ବୁଧବାରରେ ଏହି ପାଞ୍ଚଟି ରାଶିର ଖୋଲିବ ଭାଗ୍ୟ

August 26, 2026

ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ

August 25, 2026

ବିସ୍ଥାପିତଙ୍କ ପୁନର୍ବାସ ଅନୁଦାନ ବଢ଼ିଲା: ୨୦୨୬-୨୮ ପାଇଁ ନୂଆ ହାର ଘୋଷଣା

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.