Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଭାଇରସ୍‌ : ସାମ୍ନାକୁ ଆସିଲା 2,241ଟି ନୂତନ ମାମଲା, ମୃତ୍ୟ ସଂଖ୍ୟା 3,282କୁ ବୃଦ୍ଧି
ଆଜିର ଖବର

କରୋନା ଭାଇରସ୍‌ : ସାମ୍ନାକୁ ଆସିଲା 2,241ଟି ନୂତନ ମାମଲା, ମୃତ୍ୟ ସଂଖ୍ୟା 3,282କୁ ବୃଦ୍ଧି

March 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସାରା ବିଶ୍ବରେ କରୋନା ଭାଇରସ୍‌ ପ୍ରଭାବ ବେଶ୍‌ ଆତଙ୍କ ସୃଷ୍ଟି କରିଚାଲିଥିବାବେଳେ ଗତକାଲି  2,241 ନୂତନ ମାମଲା ସାମ୍ନାକୁ ଆସିଛି। ମୋଟ ଉପରେ ଏହି ଭାଇରସରେ ସଂକ୍ରମିତଙ୍କ ସଂଖ୍ୟା 95,333 ହୋଇଥିବାର ସୂଚନା ମିଳିଛି। ଗତକାଲି ଏହି ଭାଇରସ୍‌ ଯୋଗୁଁ 84 ଲୋକ ମୃତ୍ୟୁବରଣ କରିଥିବାବେଳେ ମୃତକଙ୍କ ସଂଖ୍ୟା 3,282ରେ ପହଞ୍ଚିଛି।  ଗତ 24 ଘଣ୍ଟା ମଧ୍ୟରେ ପ୍ରଥମ ଥର ପାଇଁ  ପାଞ୍ଚଟି ଦେଶରେ ସିଓଭିଆଇଡି-19 (କରୋନାଭାଇରସ୍‌)ର ସଂକ୍ରମିତ ମାମଲା ନଜରକୁ ଆସିଛି ।

ଭାରତରେ କରାେନା ସଂକ୍ରମିତଙ୍କ ସଂଖ୍ୟା 30ରେ ପହଞ୍ଚିଥିବାବେଳେ ଗାଜିଆବାଦର ଜଣଙ୍କ ପାଖରୁ ପଜିଟିଭି ଭୂତାଣୁ ମିଳିଛି ।  କରୋନା ପଜିଟିଭ ରୋଗୀଙ୍କ ମଧ୍ୟରେ 14 ଜଣ ଭାରତୀୟ ରହିଥିବାବେଳେ 16ଜଣ ବିଦେଶୀ ରହିଛନ୍ତି । କରୋନା ପାଇଁ ବିମାନବନ୍ଦର ଗୁଡିକରେ ଯାଞ୍ଚ ହେବା ସହିତ 29607 ଜଣ ବ୍ୟକ୍ତିଙ୍କୁ ଆଇଡିଏସ୍‌ପି କମ୍ୟୁନିଟି ସର୍ଭିଲାନ୍ସରେ ରଖାଯାଇଛି । କରୋନା ସହ ଲଢେଇ ପାଇଁ ସରକାର ପୂରା ଜୋରସୋରରେ ପ୍ରସ୍ତୁତି କରିଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବଦ୍ଧନ ସ୍ବାସ୍ଥ୍ୟ ମନ୍ତ୍ରାଳୟରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ କରିବା ସହ କରୋନା ମୁକାବିଲା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବ୍ୟାପକ ପ୍ରସ୍ତୁତି କରୁଛନ୍ତି।  ସରକାରଙ୍କ ତରଫରୁ କରୋନା ପାଇଁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି।

coronavirus
Share. Facebook Twitter LinkedIn Email WhatsApp Copy Link

Related Posts

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ଆଶ୍ରମର ପରିବେଶ ପବିତ୍ର ନୁହେଁ’: ଶଙ୍କରାଚାର୍ଯ୍ୟଙ୍କ ଉପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଭୂମିକା ଦ୍ୱିବେଦୀ

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026
Latest News

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ଆଶ୍ରମର ପରିବେଶ ପବିତ୍ର ନୁହେଁ’: ଶଙ୍କରାଚାର୍ଯ୍ୟଙ୍କ ଉପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଭୂମିକା ଦ୍ୱିବେଦୀ

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.