Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣାଟକରେ ଭୟଙ୍କର ଦୁର୍ଘଟଣା : 13 ମୃତ, 2 ଆହତ
ଆଜିର ଖବର

କର୍ଣ୍ଣାଟକରେ ଭୟଙ୍କର ଦୁର୍ଘଟଣା : 13 ମୃତ, 2 ଆହତ

March 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଙ୍ଗାଲୁରୁ : କର୍ଣ୍ଣାଟକରେ ଏକ ଭୟଙ୍କର ଦୁର୍ଘଟଣା ଘଟି 13 ଜଣଙ୍କର ମୃତ୍ୟୁ ଘଟିଛି । ମାଙ୍ଗାଲୁରୁ-ବେଙ୍ଗାଲୁରୁର 75 ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ସକାଳୁ ଏହି ଦୁର୍ଘଟଣା ଘଟିଛି । ଦୁଇଟି ଏସ୍‌ୟୁଭି ମଧ୍ୟରେ ଦୁର୍ଘଟଣା ଘଟିବାରୁ 13 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 2 ଜଣ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ 4 ଜଣ ମହିଳା ଏବଂ 2 ଜଣ ଶିଶୁ ରହିଥିବା ଜଣାପଡିଛି । ମୃତ 13 ଜଣଙ୍କ ମଧ୍ୟରୁ 10 ଜଣ ଲୋକ ତାମିଲନାଡୁର କ୍ରିଷ୍ଣାଗିରି ଅଞ୍ଚଳର ବୋଲି ଜଣାପଡିଛି । ଦକ୍ଷିଣ କନ୍ନଡ ଜିଲ୍ଲାର ଧର୍ମସ୍ଥଳକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାରେ ଆହତ ଦୁଇ ବ୍ୟକ୍ତିଙ୍କୁ ଟୁମ୍‌କୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । (ଏଜେନ୍ସି)

accident bengaluru
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026
Latest News

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.