Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଇସାଇଡ୍‌ ନୋଟ୍‌ରେ ମମତାଙ୍କ ନାଁ : ଗିରଫ ପାଇଁ ବିଜେପି ନେତାଙ୍କ ଦାବି
ଆଜିର ଖବର

ସୁଇସାଇଡ୍‌ ନୋଟ୍‌ରେ ମମତାଙ୍କ ନାଁ : ଗିରଫ ପାଇଁ ବିଜେପି ନେତାଙ୍କ ଦାବି

February 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
mamata banerjee
ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ନନ୍ଦିଗ୍ରାମ ପରେ ନାମାଙ୍କନ ପ୍ରତ୍ୟାହାର କଲେ ରେଜିନଗର ପ୍ରାର୍ଥୀ

କଲିକତାରେ ଜଣେ ବରିଷ୍ଠ ଅଧିକାରୀ ଗୌରବ ଦତ୍ତଙ୍କ ଆତ୍ମହତ୍ୟାର ମାମଲାକୁ ନେଇ ପଶ୍ଚିମବଙ୍ଗର ରାଜନୀତି ବେଶ୍‌ ସରଗରମ ହେବା ସହିତ ଆରୋପ-ପ୍ରତ୍ୟାରୋପ ଜାରି ରହିଛି । ଏହି ମାମଲାରେ ଦତ୍ତଙ୍କ ପତ୍ନୀଙ୍କ ସହ ବିଜେପି ନେତା ମୁକୁଲ୍ ରାୟ ସୁପ୍ରିମକୋର୍ଟର ଦ୍ୱାରସ୍ତ ହୋଇଛନ୍ତି । ୧୯୮୬ ବ୍ୟାଚର ଆଇପିଏସ୍ ଅଧିକାରୀ ଦତ୍ତ ଫେବୃୟାରୀ ୧୯ ତାରିଖରେ ମୃତ୍ୟୁବରଣ କରିଛନ୍ତି । ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିବା ତାଙ୍କ ସୁସାଇଡ୍ ନୋଟରେ ତାଙ୍କର ଏଭଳି ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଦାୟୀ କରିଛନ୍ତି । ଦତ୍ତ ମମତାଙ୍କୁ ‘କମ୍ପଲସରୀ ୱେଟିଙ୍ଗ୍’ରେ ରଖିବାର ଏବଂ ୩୧ ଡିସେମ୍ବର ୨୦୧୮ ରେ ଅବସର ପାଇବା ପରେ ତାଙ୍କ ଅବସର ରାଶିକୁ ରୋକି ତାଙ୍କୁ ଆତ୍ମହତ୍ୟା କରିବାପାଇଁ ଉସୁକାଇ ଥିଲେ ବୋଲି ଅଭିଯୋଗ ରହିଛି । ଏହି ମାମଲାରେ ବିଜେପି ନେତା ମୁକୁଲ୍ ରାୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଆତ୍ମହତ୍ୟା ପାଇଁ ଉସକାଇଥିବା ଆରୋପରେ ଗିରଫ କରାଯିବା ଏବଂ ଏନେଇ ସିବିଆଇ ଯାଞ୍ଚ୍ କରାଯିବାକୁ ଦାବି କରିଛନ୍ତି ।

mamatabanerjee thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026
Latest News

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.