Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଟର ଯାନ ଆଇନକୁ ସାମୟିକ କୋହଳ କରିବାକୁ ବାଣିଜ୍ୟ ଓ ପରିବହନ ବିଭାଗକୁ ଚିଠି ଦେଲେ ଓଡ଼ିଶା ଯୁବ କଂଗ୍ରସ
ଆଜିର ଖବର

ମୋଟର ଯାନ ଆଇନକୁ ସାମୟିକ କୋହଳ କରିବାକୁ ବାଣିଜ୍ୟ ଓ ପରିବହନ ବିଭାଗକୁ ଚିଠି ଦେଲେ ଓଡ଼ିଶା ଯୁବ କଂଗ୍ରସ

March 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ସଂଶୋଧିତ ମୋଟର ଯାନ ଆଇନକୁ ସମାୟିକ କୋହଳ କରିବା ନିମେନ୍ତ ବାଣିଜ୍ୟ ଓ ପରିବହନ ବିଭାଗକୁ ଚିଠି ଲେଖିଛନ୍ତି ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ। ଭାରତ ସରକାରଙ୍କ ଦ୍ବାରା ପ୍ରଣୀତ ନୂତନ ମୋଟର ଯାନ ସଂଶୋଧିତ ଆଇନ 2019 ସମଗ୍ର ଦେଶରେ 2019 ସେପ୍ଟେମ୍ବର 1 ତାରିଖଠାରୁ ଲାଗୁ କରାଯାଇଅଛି । 6 ମାସର ସାମୟିକ କୋହଳ ପରେ ରାଜ୍ୟ ଓଡ଼ିଶାରେ ଚଳିତ ମାର୍ଚ୍ଚ ମାସରୁ କଡାକଡି କରାଯାଇଛି । ଏହାକୁ ନେଇ ଓଡ଼ିଶା ଯୁବ କଂଗ୍ରେସ ବାଣିଜ୍ୟ ଓ ପରିବହନ ବିଭାଗକୁ ଚିଠି ଲେଖିଛି । ଏହି ଚିଠିରେ ବିଭିନ୍ନ ସମସ୍ୟା ସହ ଏହି ସମାଧନାର ପ୍ରତି ସମୟୋଚିତ ପଦକ୍ଷେପ ନେବାକୁ ନିବେଦନ କରାଯାଇଛି ।

ବିଭିନ୍ନ ସ୍ଥାନରେ ଆରକ୍ଷୀ ଏବଂ ଟ୍ରାଫିକ୍‌ ଅଧିକାରୀମାନେ କାଗଜପତ୍ର ଯାଞ୍ଚ ବେଳେ ଅତ୍ୟଧିକ ପ୍ରତିକ୍ରିୟାଶୀଳ ହୋଇ ସାଧାରଣ ଲୋକମାନଙ୍କୁ ଦୁଃବ୍ୟବହାର କରାଯାଉଥିବାର ଅଭିଯୋଗ କରାଯାଇଛି ଏହି ପତ୍ର ମାଧ୍ୟମରେ। ସେହିପରି ଓଡ଼ିଶାର ଜନସାଧାରଣଙ୍କର ଆର୍ଥିକ ସ୍ଥିତିକୁ ବିଚାରକୁ ନେଇ ଉକ୍ତ ଆଇନରେ ଜରିମାନାର ସର୍ବାଧିକ 1000ଟଙ୍କାରେ ସୀମିତ ରଖିବା ନେଇ ଅନୁରୋଧ କରାଯିବା ସହିତ ଓଡିଶା ପାଇଁ ଏହି ମୋଟର ଯାନ ଆଇନରେ ଆଉ 6 ମାସ କୋହଳ କରାଯିବା ନେଇ ପତ୍ରରେ ଉଲ୍ଲେଖ କରାଯାଇଛି।

ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ନିକଟକୁ ପତ୍ର ପଠାଇବା ଅବସରରେ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରସର ସଭାପତି ଲୋକନାଥ ମହାରଥୀଙ୍କ ସମେତ ପୂର୍ବତନ ଚିଲିକା କଂଗ୍ରେସର ଯୁବ ସଭାପତି ଶେଷଦେବ ବରାଳ ମଧ୍ୟ ଉପସ୍ଥିତ ରହିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଦେଶ କଂଗ୍ରେସ ଗଠନ କଲା ସୃଜନ କମିଟି ଓ ୱାର ରୁମ କମିଟି, ଜାଣନ୍ତୁ ଏହା କଣ

August 21, 2025

ପୁଣି ଓଡିଶାକୁ ଫେରିବ ପୋସ୍କୋ, କେନ୍ଦୁଝରରେ କରିବ ପ୍ରକଳ୍ପ, ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

August 21, 2025

‘କର୍ମଚାରୀ ସଂକଳ୍ପ ସମ୍ମିଳନୀ’କୁ ସମ୍ବୋଧନ କଲେ କେନ୍ଦ୍ର କୃଷି ମନ୍ତ୍ରୀ

August 21, 2025

ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ, ବଦଳିଲେ ସାତଟି ଜିଲ୍ଲାର ଏସପି

August 21, 2025
Latest News

ପ୍ରଦେଶ କଂଗ୍ରେସ ଗଠନ କଲା ସୃଜନ କମିଟି ଓ ୱାର ରୁମ କମିଟି, ଜାଣନ୍ତୁ ଏହା କଣ

August 21, 2025

ପୁଣି ଓଡିଶାକୁ ଫେରିବ ପୋସ୍କୋ, କେନ୍ଦୁଝରରେ କରିବ ପ୍ରକଳ୍ପ, ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

August 21, 2025

‘କର୍ମଚାରୀ ସଂକଳ୍ପ ସମ୍ମିଳନୀ’କୁ ସମ୍ବୋଧନ କଲେ କେନ୍ଦ୍ର କୃଷି ମନ୍ତ୍ରୀ

August 21, 2025

ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ, ବଦଳିଲେ ସାତଟି ଜିଲ୍ଲାର ଏସପି

August 21, 2025

ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କ ଅପରାଧିକ ମାମଲା ବିଲକୁ ନେଇ କଂଗ୍ରେସର କଟାକ୍ଷ

August 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.