Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋ’ ଦଳ ଭାଜପାର ବି ଟିମ୍‌ ନୁହେଁ, ତାମିଲ୍‌ନାଡୁର ଏ ଟିମ୍‌ : କମଲ୍‌ହାସନ୍‌
ଆଜିର ଖବର

ମୋ’ ଦଳ ଭାଜପାର ବି ଟିମ୍‌ ନୁହେଁ, ତାମିଲ୍‌ନାଡୁର ଏ ଟିମ୍‌ : କମଲ୍‌ହାସନ୍‌

February 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
My party is the A team of Tamilnadu not the B team of BJP: Kamal Hasan
My party is the A team of Tamilnadu not the B team of BJP: Kamal Hasan

ଅଭିନେତାରୁ ରାଜନେତା ପାଲଟିଥିବା ତଥା ମକ୍କଲ ନିଧି ମଇଅମ(ଏମ୍‌ଏମ୍‌ଏମ୍‌) ଦଳର ମୁଖ୍ୟ କମଲ ହାସନ କହିଛନ୍ତି ତାଙ୍କ ଦଳ ଭାରତୀୟ ଜନତା ପାର୍ଟି(ଭାଜପା)ର ବି ଟିମ୍‌ ନୁହେଁ। ଏହା ହେଉଛି ତାମିଲନାଡୁର ଏ ଟିମ୍‌ । ତେବେ ତାଙ୍କ ଦଳର ପତିଆରା ବଢୁଥିବାରୁ ତାଙ୍କୁ ଟାର୍ଗେଟ କରାଯାଉଥିବା ସେ କହିଛନ୍ତି।  ତିରୁନେଲବଲୀଠାରେ ରବିବାର ବିଳମ୍ବିତ ରାତିରେ ଏକ ସଭାକୁ ଉଦ୍‌ବୋଧନ ଦେବା ଅବସରରେ ସେ ଏହା କହିଛନ୍ତି। ତେବେ ତାଙ୍କ ଦଳ ଉପରେ ଯେଉଁ ଅଭିଯୋଗ ଆସିଛି କି  ଏମ୍‌ଏମ୍‌ଏମ୍‌ ଭାଜପାର ବି ଦଳ ତାହା ସମ୍ପୂର୍ଣ୍ଣ ମିଥ୍ୟା। ତାମିଲ୍‌ ଲୋକଙ୍କର ହଜିଯାଇଥିବା ରାଜନୈତିକ ଗାରିମା ଓ ଲୋକାଚାର ପାଇଁ ଏହି ପାର୍ଟି କାମ କରିବ । ଧର୍ମନିରପେକ୍ଷତା, ଶିକ୍ଷା ତଥା ଗରିବୀଙ୍କ ପାଇଁ ତାଙ୍କ ପାର୍ଟିର ବିଶେଷ ଦୃଷ୍ଟି ଦିଏ ବୋଲି କମଲ କହିଛନ୍ତି ।

kamalhasan odishanews thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.