Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 34 ଛୁଇଁଲା : ଲଦାଖରେ 2 ଏବଂ ତାମିଲନାଡୁରେ ଜଣେ ନୂତନ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଭାରତରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 34 ଛୁଇଁଲା : ଲଦାଖରେ 2 ଏବଂ ତାମିଲନାଡୁରେ ଜଣେ ନୂତନ ଆକ୍ରାନ୍ତ ଚିହ୍ନଟ

March 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତରେ କୋରୋନା ଭାଇରସ୍‌ ଏହାର ପ୍ରଭାବ ବିସ୍ତାର କରିବାରେ ଲାଗିଛି । ଶନିବାର ଲଦାଖରେ ଦୁଇ ଜଣ ଏବଂ ତାମିଲନାଡୁରେ ଜଣେ କୋରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ତିନି ନୂତନ ଆକ୍ରାନ୍ତଙ୍କ ସହିତ ସମଗ୍ର ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 34ରେ ପହଞ୍ଚିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି । ଲଦାଖରେ ଚିହ୍ନଟ ହୋଇଥିବା ଦୁଇ ଆକ୍ରାନ୍ତ ଇରାନ୍‌ ଯାଇଥିବା ବେଳେ ତାମିଲନାଡୁର ସଙ୍କ୍ରମିତ ଜଣକ ଓମାନ ଗସ୍ତ କରିଛନ୍ତି । ସମୁଦାୟ 34 ଜଣ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ 16 ଜଣ ଇଟାଲୀ ନାଗରିକ ଏବଂ 18 ଜଣ ଭାରତୀୟ ନାଗରିକ ରହିଛନ୍ତି । ସେହିପରି ଭାରତର ବିଭିନ୍ନ ସ୍ଥାନ ଗସ୍ତ କରିଥିବା ଦୁଇ ଆମେରିକୀୟ କୋରୋନା ଆକ୍ରାନ୍ତ ଥିବା ନେଇ ଭୁଟାନ୍‌ ସରକାର ସ୍ପଷ୍ଟ କରିବା ପରେ 150 ଜଣଙ୍କ ଉପରେ ନଜର ରଖାଯାଇଛି । ଉଭୟ ବିଭିନ୍ନ ସ୍ଥାନ ଭ୍ରମଣ କରି ଉକ୍ତ 150ଙ୍କ ସଂସ୍ପର୍ଶରେ ଆସିଥିଲେ । (ଏଜେନ୍ସି)

corona
Share. Facebook Twitter LinkedIn Email WhatsApp Copy Link

Related Posts

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026
Latest News

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.