Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକତରଫା ପ୍ରେମକୁ ନେଇ ଯୁବକଙ୍କ ଉନ୍ମତ୍ତ କାଣ୍ଡ
ଆଜିର ଖବର

ଏକତରଫା ପ୍ରେମକୁ ନେଇ ଯୁବକଙ୍କ ଉନ୍ମତ୍ତ କାଣ୍ଡ

February 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଏକତରଫା ପ୍ରେମକୁ ନେଇ ଯାଜପୁରର ଧର୍ମଶାଳା ଜିଲ୍ଲାର ଜଣେ ଯୁବକ ଉନ୍ମତ୍ତକାଣ୍ଡ କରିଛି । ସ୍ଥାନୀୟ ଅଂଚଳର ଜଣେ ଯୁବତୀଙ୍କୁ ଏକ ତରଫା ଭାବେ ଭଲ ପାଉଥିଲେ ଏହି ଯୁବକ ଜଣକ। ଏପରି କି ଅନେକ ସମୟରେ ତାଙ୍କୁ ପ୍ରେମ ନିବେଦନ ମଧ୍ୟ କରୁଥିଲେ । କିନ୍ତୁ ଯୁବତୀଜଣଙ୍କ ଏହାକୁ ଏଡାଇ ଯାଉଥିଲେ । ଆଜି ସେହି ଯୁବକଜଣଙ୍କ ଯୁବତୀଙ୍କୁ ଏକ ମନ୍ଦିରକୁ ଡାକିଥିଲେ ।ଯୁବତୀଜଣଙ୍କ ମନ୍ଦିରରେ ପହଁଚିବା ପରେ ସେ ତାଙ୍କୁ ଭୁଜାଲିରେ ହାଣି ପକାଇଥିଲେ ।  ଏହା ପରେ ଅଭିଯୁକ୍ତ ଯୁବକ ସେହି ଭୁଜାଲିରେ ନିଜକୁ ମଧ୍ୟ ହାଣି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି ।ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ସ୍ଥାନୀୟ ମେଡ଼ିକାଲରେ ଭ ର୍ତ୍ତି କରାଯାଇଥିଲା । ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଆକ୍ରମଣକାରୀ  ଯୁବକଙ୍କୁ ମଧ୍ୟ ଗୁରୁତର ଅବସ୍ଥାରେ ଧର୍ମଶାଳା ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାକୁ ନେଇ ଯୁବତୀଙ୍କ ପରିବାର ପକ୍ଷରୁ ଧର୍ମଶାଳା ଥାନାରେ ଅଭିଯୋଗ କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

odishanews thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Latest News

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.