Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଳିତ ହୋଇଥିବାରୁ ତିନିଥର ମୁଖ୍ୟମନ୍ତ୍ରୀ ପଦରୁ ବଞ୍ଚିତ ହୋଇଛି : ଜି ପରମେଶ୍ୱର
ଆଜିର ଖବର

ଦଳିତ ହୋଇଥିବାରୁ ତିନିଥର ମୁଖ୍ୟମନ୍ତ୍ରୀ ପଦରୁ ବଞ୍ଚିତ ହୋଇଛି : ଜି ପରମେଶ୍ୱର

February 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
karnatak deputy cm hints cast descrimination.
karnatak deputy cm hints cast descrimination.

କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଜି ପରମେଶ୍ୱର ରାଜ୍ୟର ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଅଭିଯୋଗ ଆଣି କହିଛନ୍ତି କି ସେ ଜଣେ ଦଳିତ ହୋଇଥିବା ହେତୁ ତାଙ୍କୁ ୩ ଥର ମୁଖ୍ୟମନ୍ତ୍ରୀ ହେବାରୁ ବଞ୍ଚିତ ହେବାକୁ ପଡ଼ିଛି। କେବଳ ସେ ନୁହଁନ୍ତି ପିକେ ବଶବଲିଂଗପା ଓ କେଏଚ୍‌ ରଂଗନାଥ ମଧ୍ୟ ଏହି କାରଣରୁ ମୁଖ୍ୟମନ୍ତ୍ରୀ ହୋଇ ପାରିନଥିଲେ। ସେ ଆହୁରି ବି କହିଛନ୍ତି ଯେ ‘ତାଙ୍କ ବଡ଼ ଭାଇ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଏହି କାରଣରୁ ମୁଖ୍ୟମନ୍ତ୍ରୀ ହୋଇପାରିନଥିଲେ । ଯାହା ବି ହେଉ, ଅନେକ ଦ୍ୱିଧା ପରେ ଶେଷର ସେ ଉପ ମୁଖ୍ୟମନ୍ତ୍ରୀ ହୋଇପାରିଛନ୍ତି ବୋଲି କହିଛନ୍ତି ।  ସେ ଆହୁରି ମଧ୍ୟ ଅଭିଯୋଗରେ କହିଛନ୍ତି ଯେ କିଛି ଲୋକେ ତାଙ୍କୁ ରାଜନୈତିକ କ୍ଷେତ୍ରରେ ଦୁର୍ବଳ କରିବାକୁ ଚାହିଁଥିଲେ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ICSE ରେଜଲ୍ଟ ପ୍ରକାଶ ପାଇବ

April 30, 2026

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

April 30, 2026

ଜୀ ସାର୍ଥକରେ ମେ ୩ ତାରିଖ ସନ୍ଧ୍ୟା ୬:୩୦ ମିନିଟରେ ପ୍ରଥମ ଥର ପାଇଁ ସୁପରହିଟ ଚଳଚିତ୍ର ଦେଖନ୍ତୁ ‘ଚକ୍ରାନ୍ତ’

April 30, 2026

ଏସଆଇ ଓ ଦୁଇ କନେଷ୍ଟବଳ ସସପେଣ୍ଡ

April 30, 2026
Latest News

ଆଜି ICSE ରେଜଲ୍ଟ ପ୍ରକାଶ ପାଇବ

April 30, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଆନ୍ତଃ-ମନ୍ତ୍ରଣାଳୟ ବିବୃତି

April 30, 2026

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

April 30, 2026

୧୦ ବର୍ଷ ପରେ କେରଳରେ କ୍ଷମତା ପରିବର୍ତ୍ତନର ସଙ୍କେତ, କଂଗ୍ରେସକୁ ବହୁମତ!

April 30, 2026

ଜୀ ସାର୍ଥକରେ ମେ ୩ ତାରିଖ ସନ୍ଧ୍ୟା ୬:୩୦ ମିନିଟରେ ପ୍ରଥମ ଥର ପାଇଁ ସୁପରହିଟ ଚଳଚିତ୍ର ଦେଖନ୍ତୁ ‘ଚକ୍ରାନ୍ତ’

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.