Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନଡିଆରଏଫ୍‌ରେ ସାମିଲ୍‌ ହେବେ ମହିଳା ଯବାନ
ଆଜିର ଖବର

ଏନଡିଆରଏଫ୍‌ରେ ସାମିଲ୍‌ ହେବେ ମହିଳା ଯବାନ

March 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ମହିଳା ଦିବସ ଅବସରରେ ମହିଳାଙ୍କ ଲାଗି ଏକ ବିଶେଷ ଘୋଷଣା କରିଛନ୍ତି ଏନ୍‌ଡିଆରଏଫ୍‌ ଡିଜି ସତ୍ୟନାରାୟଣ ପ୍ରଧାନ। ଡିଜି ସୂଚନା ଦେଇ କହିଛନ୍ତି ଯେ, ଏଣିକି ଏନଡିଆରଏଫ୍‌ରେ ମହିଳା ଯବାନ ମାନେ ସାମିଲ୍‌ ହେବେ। ମୁଣ୍ଡଳିସ୍ଥିତ ତୃତୀୟ ବାଟାଲିୟନର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ଅବସରରେ ଏନଡିଆରଏଫ୍‌ ଡିଜି ଏହା ଘୋଷଣା କରିଛନ୍ତି। ଖୁବ୍‌ ଶୀଘ୍ର ଏନ୍‌ଡିଆରଏଫ୍‌ରେ ମହିଳା ଯବାନ ନିୟୋଜିତ ହେବେ। ପ୍ରତି ଏନ୍‌ଡିଆରଏଫ୍‌ ବାଟାଲିୟନରେ ଗୋଟିଏ ଲେଖାଏଁ ମହିଳା ୟୁନିଟ୍‌ ରହିବେ।  ପ୍ରତି ୟୁନିଟ୍‌ରେ ପ୍ରାୟ 132 ମହିଳା ଯବାନ ଓ ଅଧିକାରୀ ରହିବେ ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026

ନୂତନ EV ନୀତିର ଡ୍ରାଫ୍ଟ ପ୍ରକାଶ କଲେ ଦିଲ୍ଲୀ ସରକାର: 100% ସଡ଼କ ଟିକସ ଏବଂ ପଞ୍ଜୀକରଣ ଫି ରିହାତି

April 11, 2026

ବରିଷ୍ଠ ସାମ୍ବାଦିକ ନୃସିଂହ ମିଶ୍ରଙ୍କ ଦେହାନ୍ତ: ଗଭୀର ଶୋକ ପ୍ରକାଶ କଲେ ଆଇନ ମନ୍ତ୍ରୀ

April 11, 2026
Latest News

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026

ନୂତନ EV ନୀତିର ଡ୍ରାଫ୍ଟ ପ୍ରକାଶ କଲେ ଦିଲ୍ଲୀ ସରକାର: 100% ସଡ଼କ ଟିକସ ଏବଂ ପଞ୍ଜୀକରଣ ଫି ରିହାତି

April 11, 2026

ବରିଷ୍ଠ ସାମ୍ବାଦିକ ନୃସିଂହ ମିଶ୍ରଙ୍କ ଦେହାନ୍ତ: ଗଭୀର ଶୋକ ପ୍ରକାଶ କଲେ ଆଇନ ମନ୍ତ୍ରୀ

April 11, 2026

କିଏ ଜିତିବ ୨୦୨୬ ଆଇପିଏଲ ଟାଇଟଲ?: ଭବିଷ୍ୟବାଣୀ କଲେ ଏହି ବରିଷ୍ଠ ଖେଳାଳି

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.