Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଂରାଜୀ ପ୍ରଶ୍ନପତ୍ର ଭାଇରାଲ୍‌କୁ ଖଣ୍ଡନ କଲେ ବୋର୍ଡ କର୍ତ୍ତୃପକ୍ଷ
ଆଜିର ଖବର

ଇଂରାଜୀ ପ୍ରଶ୍ନପତ୍ର ଭାଇରାଲ୍‌କୁ ଖଣ୍ଡନ କଲେ ବୋର୍ଡ କର୍ତ୍ତୃପକ୍ଷ

February 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
bse denies viral of examination paper
bse denies viral of examination paper

ମାଟ୍ରିକ ପରୀକ୍ଷାରେ ଇଂରାଜୀ ପ୍ରଶ୍ନପତ୍ର ଭାଇରାଲ୍‌ ଘଟଣାକୁ ବୋର୍ଡ ସଭାପତି ଜାହାନ ଆରା ବେଗମ ଖଣ୍ଡନ କରିଛନ୍ତି । ବୋର୍ଡର ପ୍ରଶ୍ନପତ୍ର ଏବଂ ଭାଇରାଲ୍‌ ପ୍ରଶ୍ନପତ୍ର ସହ ମେଳ ଖାଉ ନାହିଁ । ଏହା ସମ୍ପୂର୍ଣ୍ଣ ଅଲଗା । କିଛି ଲୋକଙ୍କ ବଦମାସୀ କାରଣରୁ ଏହା ହେଉଛି । ଛାତ୍ରଛାତ୍ରୀ ତଥା ଅଭିଭାବକମାନେ ଏହା ଉପରେ ଦୃଷ୍ଟି ନ ଦେଇ ପରୀକ୍ଷା ଉପରେ ଧ୍ୟାନ ଦେବାକୁ ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି । ତେବେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିବସରେ ଓଡ଼ିଆ ପ୍ରଶ୍ନପତ୍ର ଭାଇରାଲ୍ ହେବା ଘଟଣାରେ ବୋର୍ଡ ପକ୍ଷରୁ କାଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ୭ଜଣଙ୍କୁ ଗିରଫ କରାଯାଇଥିଲା । ସୂଚନାଯୋଗ୍ୟ, ୨୨ ତାରିଖରେ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ତେବେ ପରୀକ୍ଷା ଚାଲିଥିବା ବେଳେ ନୂଆପଡ଼ା, ଢେଙ୍କାନାଳ ଓ କୋରାପୁଟ ଜିଲ୍ଲାରେ ଓଡ଼ିଆ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ବୁଲୁଥିବା ଦେଖିବାକୁ ମିଳିଥିଲା।

bse thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026
Latest News

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.