Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସଭା ନିର୍ବାଚନ : ଟିଏମ୍‌ସି ପ୍ରାର୍ଥୀଙ୍କ ନାମ ଘୋଷଣା କଲେ ମମତା
ଆଜିର ଖବର

ରାଜ୍ୟସଭା ନିର୍ବାଚନ : ଟିଏମ୍‌ସି ପ୍ରାର୍ଥୀଙ୍କ ନାମ ଘୋଷଣା କଲେ ମମତା

March 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା: ରାଜ୍ୟସଭା ନିର୍ବାଚନ ପାଇଁ ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ ଚାରି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ଅର୍ପିତା ଘୋଷ, ମୌସମ ନୁର୍‌, ଦିନେଶ ତ୍ରିବେଦୀ ଏବଂ ସୁବ୍ରତ ବକ୍ସିଙ୍କ ନାମକୁ ଘୋଷଣା କରିଛନ୍ତି ମମତା । ମମତା ବାନାର୍ଜୀ ଟୁଇଟ୍‌ କରି କହିଛନ୍ତି ଯେ, ଦଳ ସବୁବେଳେ ମହିଳା ସଶକ୍ତିକରଣ ପାଇଁ ନିରନ୍ତର ପ୍ରୟାସ କରିଆସିଛି । ଘୋଷଣା କରାଯାଇଥିବା 4 ଟିଏମ୍‌ସି ପ୍ରାର୍ଥୀଙ୍କ ମଧ୍ୟରେ ଦୁଇଜଣ ମହିଳା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ପଶ୍ଚିମବଙ୍ଗର 5ଟି ରାଜ୍ୟସଭା ଆସନ ଖାଲି ପଡିଛି । 4ଟିରେ ଟିଏମ୍‌ସି ପ୍ରାର୍ଥୀ ଦେଇଥିବାବେଳେ 5ମ ଆସନରେ ସିପିଆଇଏମ୍‌, କଂଗ୍ରେସ ତଥା ଟିଏମ୍‌ସି ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ,17ଟି ରାଜ୍ୟର 55ଟି ରାଜ୍ୟସଭା ଆସନ ପାଇଁ ଆସନ୍ତା 26ରେ ନିର୍ବାଚନ ଅନୁଷ୍ଠିତ ହେବ। ମାର୍ଚ୍ଚ 13 ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026

ମମତା ବାନାର୍ଜୀ ଆଉ ମୁଖ୍ୟମନ୍ତ୍ରୀ ନୁହଁନ୍ତି: ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 

May 7, 2026
Latest News

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026

ମମତା ବାନାର୍ଜୀ ଆଉ ମୁଖ୍ୟମନ୍ତ୍ରୀ ନୁହଁନ୍ତି: ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.