Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକାମ୍ର ବିକାଶ ମଞ୍ଚର ମହିଳା ଦିବସ, ୪ଜଣଙ୍କୁ ସ୍ୱୟଂସିଦ୍ଧା ସମ୍ମାନ
ଆଜିର ଖବର

ଏକାମ୍ର ବିକାଶ ମଞ୍ଚର ମହିଳା ଦିବସ, ୪ଜଣଙ୍କୁ ସ୍ୱୟଂସିଦ୍ଧା ସମ୍ମାନ

March 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର, ଏକାମ୍ର ବିକାଶ ମଞ୍ଚ ପକ୍ଷରୁ ସିଦ୍ଧି ମଣ୍ଡପଠାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ମଞ୍ଚର ସଭାପତି ରଶ୍ମୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର‌୍ୟ୍ୟକ୍ରମରେ ରାଜନୀତି, ସମାଜସେବା, ଶିକ୍ଷା ଓ ଆତ୍ମନିର୍ଭରଶୀଳ ହୋଇଥିବା ୪ଜଣ ପ୍ରତିଷ୍ଠିତ ମହିଳାଙ୍କୁ ସ୍ୱୟଂସିଦ୍ଧା ସମ୍ମାନ ପ୍ରଦାନ କରାଯାଇଥିଲା।

ରାଜ୍ୟ ବିଜେପିର ପୂର୍ବତନ ମହିଳା ମୋର୍ଚା ସଭାପତି ଶ୍ରୀମନ୍ତିନୀ ଜେନା, ସାମ୍ବାଦିକ ମଧୁଳିତା ପରିଡ଼ା, ସାମାଜସେବୀ ସୁଷମା ପଟ୍ଟନାୟକ, ମହର୍ଷି ମହିଳା କଲେଜର ଅଧ୍ୟାପିକା ପ୍ରତିମା ମିଶ୍ର, ଆତ୍ମନିର୍ଭରଶୀଳ ପାଇଁ ସିପ୍ରା ସେନାପତିଙ୍କୁ ସ୍ୱୟଂସିଦ୍ଧା ସମ୍ମାନ ପ୍ରଦାନ କରାଯାଇଥିଲା। ଏହି ଅବସରରେ ପୁରୀ ଜିଲ୍ଲାର ପ୍ରତ୍ୟାଶା ଓ ଭୁବନେଶ୍ୱରର କମଳା ସ୍ୱୟଂ ସହାୟକ ଗୋଷ୍ଟିଙ୍କୁ ଅର୍ଥରାଶି ପ୍ରଦାନ କରାଯାଇଥିଲା।

ଏଥିରେ ଅତିଥି ଭାବେ ନାରିନେତ୍ରୀ ଶ୍ରୀମନ୍ତିନି ଜେନା, ସମାଜସେବୀ ରେଣୁବାଳା ବୈରିଶାଲ, ୟୁରୋ ସ୍ମାର୍ଟର ଅଧ୍ୟକ୍ଷା ସସ୍ମିତା ମହାପାତ୍ର, ରାଜ୍ୟ ମହିଳା କଂଗ୍ରେସର ସମ୍ପାଦିକା କୁସୁମ ପ୍ରଧାନ, ଶ୍ରେୟାସ୍ମିତା ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ସସ୍ମିତା ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମାଜସେବୀ ସୋନାଲି ମହାପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ । ଶେଷରେ କରୋନା ଭାଇରସ ସମ୍ପର୍କରେ ସଚେତନତା କରାଯାଇଥିଲା।

womenday
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026
Latest News

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.