Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଟୋକୁ ପିଟିଲା ଟ୍ରକ୍‌ : ଜଣେ ମୃତ, ତିନି ଗୁୁରୁତର
ଆଜିର ଖବର

ଅଟୋକୁ ପିଟିଲା ଟ୍ରକ୍‌ : ଜଣେ ମୃତ, ତିନି ଗୁୁରୁତର

March 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ସୋର୍‌ : ଆଜି ଭୋର୍‌ ସମୟରେ ଏନଏଚ୍‌ 16ଠାରେ ଏକ ସଡକ ଦୁର୍ଘଟଣା ଘଟିଛି । ଏନଏଚ 16 କଲେଜ ଛକ ନିକଟରେ ଅଟୋକୁ ଟ୍ରକ୍‌ ପିଟିବା ଫଳରେ ଘଟଣାସ୍ଥଳରେ ଜଣକର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ଅଜାର ମୃତ୍ୟୁ ହୋଇଥିବାବେଳେ ନାତି, ଆଈ ଓ ଡ୍ରାଇଭର ଗୁରୁତ ହୋଇଛନ୍ତି । ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି । ତିନି ଗୁରୁତରଙ୍କୁ ସୋର ମେଡ଼ିକାଲରେ ଚିକିତ୍ସା ଭର୍ତ୍ତି କରାଯାଇଛି ।ମଙ୍ଗଳପୁର ମେଲଣ ଦେଖିବାକୁ ଭଦ୍ରକ ବେତଡା ଯିବାବେଳେ ଏହି ଦୁର୍ଘଟଣା ଘଟିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଆଜି LPG କେତେ ଶସ୍ତା ହେଲା?: ଦେଖନ୍ତୁ 14 ଏବଂ 19 କିଲୋ ଗ୍ୟାସ ସିଲିଣ୍ଡରର ଦର ତାଲିକା 

August 6, 2026

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଯାଞ୍ଚ କରନ୍ତୁ ଆଜିର ଦର

August 6, 2026

ରାଜଧାନୀ ଏକ୍ସପ୍ରେସରେ ବ୍ୟାଗ ଚୋରି, ରେଳବାଇକୁ ₹80 ହଜାର କ୍ଷତିପୂରଣ ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ

August 6, 2026
Latest News

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଆଜି LPG କେତେ ଶସ୍ତା ହେଲା?: ଦେଖନ୍ତୁ 14 ଏବଂ 19 କିଲୋ ଗ୍ୟାସ ସିଲିଣ୍ଡରର ଦର ତାଲିକା 

August 6, 2026

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଯାଞ୍ଚ କରନ୍ତୁ ଆଜିର ଦର

August 6, 2026

‘ବାଂଲାଦେଶ ଏବେ ଦ୍ଵିତୀୟ ପାକିସ୍ତାନ’: ଜାଣନ୍ତୁ ଭାରତ ବିଷୟରେ କ’ଣ କହିଲେ ଶେଖ ହସିନାଙ୍କ ପୁଅ?

August 6, 2026

ରାଜଧାନୀ ଏକ୍ସପ୍ରେସରେ ବ୍ୟାଗ ଚୋରି, ରେଳବାଇକୁ ₹80 ହଜାର କ୍ଷତିପୂରଣ ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.