Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣିଥରେ ଭାଇଜାନ୍‌ଙ୍କ ସହ ନଜର ଆସିବେ ଦେଶୀଗାର୍ଲ !
ଆଜିର ଖବର

ପୁଣିଥରେ ଭାଇଜାନ୍‌ଙ୍କ ସହ ନଜର ଆସିବେ ଦେଶୀଗାର୍ଲ !

February 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
priyanka chopra works with salman khan again in bollywood movie
priyanka chopra works with salman khan again in bollywood movie

ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ପୁଣିଥରେ ଭାଇଜାନଙ୍କ ସହ ନଜର ଆସିବେ ବୋଲି ଆଲୋଚନା ହେଉଛି। ଟେଲିଭିଜନ୍‌ ଶୋ’ ‘କଫି ଉଇଥ୍‌ କରନ୍‌ ୬’ରେ ଆସିଥିବା ପ୍ରିୟଙ୍କା ଏ ସମ୍ପର୍କରେ କିଛି ଈଶାରା ଦେଇଛନ୍ତି । ଯାହାକୁ ନେଇ ଅନୁମାନ କରାଯାଉଛି ଯେ ବହୁତ ଜଲ୍‌ଦି ପିସି ସଲ୍ଲୁଙ୍କ ସହ ନଜର ଆସିବେ ।  ଏହି ଶୋ’ରେ ପିସି ଖୁବ୍‌ଶୀଘ୍ର ସଞ୍ଜୟ ଲିଲା ଭଂସାଲିଙ୍କ ସହ କାମ କରିବାକୁ ଯାଉଛନ୍ତି ବୋଲି ସୂଚନା ଦେଇଥିଲେ । ନିକଟରେ ସଞ୍ଜୟଲୀଲା ଭଂସାଲୀ ତାଙ୍କ ଆଗାମୀ ପ୍ରୋଜେକ୍ଟରେ ସଲମାନ୍‌ଙ୍କୁ ନେବେ ବୋଲି ମଧ୍ୟ ସୂଚନା ରହିଥିଲା । ଯଦି ଉଭୟ କଥାକୁ ଦେଖାଯାଏ, ତେବେ ଏହାର ନିର୍ଷ୍କଷରେ ଦେଶୀଗାର୍ଲ ଭାଇଜାନ୍‌ଙ୍କ ପୁଣିଥରେ ବଡ଼ପରଦାରେ ନଜର ଆସିବେ ବୋଲି ଅନୁମାନ କରାଯାଉଛି ।  ସୂଚନାଯୋଗ୍ୟ, କିଛିମାସ ପୂର୍ବେ ନିଜ ବିବାହ ପାଇଁ ବ୍ୟସ୍ତ ଥିବା ପିସି ସଲମାନଙ୍କ ଫିଲ୍ମ ‘ଭାରତ’ର କାମ କରିବାକୁ ମନା କରି ଦେଇଥିଲେ। ଯାହାକୁ ନେଇ ସଲମାନ୍‌ ସାମାନ୍ୟ ନାରାଜ ଥିବା ଲକ୍ଷ୍ୟ କରାଯାଉଥିଲା। କିନ୍ତୁ ପିସିଙ୍କ ରିସ୍‌ପେସନ୍‌ ପାର୍ଟିରେ ଭାଇଜାନ୍‌ ନଜର ଆସି ଦୁହିଁଙ୍କ  ମଧ୍ୟରେ ସମ୍ପର୍କ ବେଶ୍‌ ଭଲ ରହିଛି ବୋଲି ପ୍ରମାଣ ଦେଇଥିଲେ । ତେବେ ଭଂସାଲୀଙ୍କ ଫିଲ୍ମରେ ଦୁହିଁଙ୍କୁ ଏକାଠି ଦେଖିବାକୁ ମିଳିବ, ନା ଅଲଗା ଅଲଗା ତାହା ସମୟ କହିବ ।

priyankachopra thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026
Latest News

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.