Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୋଲିରେ ସାବାଡ ହେବେ ମଦ୍ୟପ : ରାଜଧାନୀ ଭୁବନେଶ୍ବରକୁ ଜଗିବେ 16 ପ୍ଲାଟୁନ୍‌ ପୋଲିସ୍‌
ଆଜିର ଖବର

ହୋଲିରେ ସାବାଡ ହେବେ ମଦ୍ୟପ : ରାଜଧାନୀ ଭୁବନେଶ୍ବରକୁ ଜଗିବେ 16 ପ୍ଲାଟୁନ୍‌ ପୋଲିସ୍‌

March 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Karnataka Governor H R Bhardwaj with Homeopathic Dr B T Rudresh during an Endowment Lecture organised on World Homeopathy Day at RGUHS in Bangalore on April 30, 2014. (Photo: IANS)

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଆସନ୍ତା କାଲି ରଙ୍ଗର ପର୍ବ ହୋଲି । ତେବେ ହୋଲିରେ ସାବାଡ ହେବେ ମଦୁଆ । ହୋଲି ଅବସରରେ ରାଜଧାନୀ ଭୁବନେଶ୍ବରକୁ ଜଗିବେ 16 ପ୍ଲାଟୁନ୍‌ ପୋଲିସ୍‌ । ଏନେଇ ଡିସିପି ଅନୁପ ସାହୁ ସୂଚନା ଦେଇଛନ୍ତି । ଯଦିଓ କରୋନା ଭାଇରସ୍‌ ଓ ଅଦିନିଆ ବର୍ଷା ସମ୍ଭାବନା ହୋଲି ରଙ୍ଗକୁ ଫିକା କରିଦେବାର ଯଥେଷ୍ଟ ସମ୍ଭାବନା ରହିଛି । କିନ୍ତୁ ରାଜ୍ୟରେ ନିରାପଦ ଭାବରେ ହୋଲି ପାଳନକୁ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ହୋଲି ଖେଳିବା ବେଳେ ସତର୍କତା ଅବଲମ୍ବନ ପାଇଁ ଭୁବନେଶ୍ୱର ଡିସିପି ଅନୁପ ସାହୁ ପରାମର୍ଶ ଜାରି କରିଛନ୍ତି। ୧୭ଟି ଭ୍ୟାନ୍ ପାଟ୍ରୋଲିଂ କରିବେ । ୨୮ଟି ସ୍ଥାନରେ ଜୋରଦାର ଚେକିଂ ହେବ । ଦ୍ରୁତ ଗାଡ଼ି ଚାଳନା ଓ ମଦ୍ୟପ ଚାଳକଙ୍କ ଉପରେ ପୋଲିସ ନଜର ରଖିବ ବୋଲି ଭୁବନେଶ୍ୱର ଡିସିପି ଅନୁପ ସାହୁ କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

​ଜମ୍ମୁ-କଶ୍ମୀରରେ ଗଞ୍ଜାମ ପର୍ଯ୍ୟଟକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବା ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରୟାସ

September 2, 2026

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026
Latest News

​ଜମ୍ମୁ-କଶ୍ମୀରରେ ଗଞ୍ଜାମ ପର୍ଯ୍ୟଟକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବା ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରୟାସ

September 2, 2026

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026

​ଗଞ୍ଜାମ ଜିଲ୍ଲାର ୧୨ଟି ଉଚ୍ଚ ବିଦ୍ୟାଳୟକୁ +୨ ବିଦ୍ୟାଳୟର ମାନ୍ୟତା: ସାଧୁବାଦ ଜଣାଇଲେ ସାଂସଦ

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.