Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶ ପାଇଁ ପ୍ରାଣବଳି ଦେଇଥିବା ଯବାନମାନଙ୍କ ପାଇଁ ସମର୍ପିତ ହେଲା ଜାତୀୟ ସମର ସ୍ମାରକୀ
ଆଜିର ଖବର

ଦେଶ ପାଇଁ ପ୍ରାଣବଳି ଦେଇଥିବା ଯବାନମାନଙ୍କ ପାଇଁ ସମର୍ପିତ ହେଲା ଜାତୀୟ ସମର ସ୍ମାରକୀ

February 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
pm inagurates national war memorial
pm inagurates national war memorial

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଜାତୀୟ ସମର ସ୍ମାରକୀ ବା ନ୍ୟାସନାଲ ୱାର ମେମୋରିଆଲର ଉଦଘାଟନ କରିଛନ୍ତି । ପ୍ରାୟ ୪୦ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି ସ୍ମାରକ ଦେଶର ସହିଦ ସୈନିକଙ୍କ ପାଇଁ ସମର୍ପିତ କରିଛନ୍ତି । ନୂଆଦିଲ୍ଲୀର ଇଣ୍ଡିଆ ଗେଟ୍‌ଠାରେ  ଏହା ଲୋକାର୍ପିତ ହୋଇଛି । ସ୍ଵାଧୀନତା ପରଠାରୁ ଯୁଦ୍ଧ ଶହୀଦ ଯବାନଙ୍କ ସ୍ମୃତିରେ ଏହା ଲୋକାର୍ପିତ କରାଯାଇଛି । ଏହି ଅବସରରେ ଉଦବୋଧନ ଦେଇ ମୋଦି କହିଛନ୍ତି ଯେ ଏହି ସ୍ମାରକ ଦେଶ ପାଇଁ ପ୍ରାଣବଳୀ ଦେଇଥିବା ହଜାର ହଜାର ବୀର ସୈନିକଙ୍କ ଉଦ୍ଦେଶ୍ୟରେ ସମର୍ପିତ । ସେ କହିଛନ୍ତି ଯେ ଦେଶର ସେନା ମାନଙ୍କ ପାଇଁ ଏପରି ସ୍ମାରକ ବହୁ ଆଗରୁ ନିର୍ମିତ ହେବାର ଥିଲା । ଭାରତୀୟ ସେନା ବିଶ୍ଵର ସବୁଠାରୁ ଘାତକ ଓ ପେଶାଦାର ସେନା ମଧ୍ୟରେ ଅନ୍ୟତମ । ସେମାନେ ସବୁବେଳେ ଦେଶର ସୁରକ୍ଷା ପାଇଁ ଆଗେଇ ଆସିଛନ୍ତି । ଦେଶର ସରକାର ଯବାନ ମାନଙ୍କ ଉନ୍ନତି ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ବୋଲି କହିଛନ୍ତି ।

nationalwarmemorial thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026
Latest News

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.