Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାକୁ ଗଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ସାଥୀରେ ଅଛନ୍ତି ଅମିତ ଶାହା
ଆଜିର ଖବର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାକୁ ଗଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ସାଥୀରେ ଅଛନ୍ତି ଅମିତ ଶାହା

March 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ମଧ୍ୟପ୍ରଦେଶର ବିଦ୍ରୋହୀ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାକୁ ଯାଇଛନ୍ତି। ତାଙ୍କ ସହିତ ଅଛନ୍ତି ଗୃହମନ୍ତ୍ରୀ ଅମିତ ଶାହା। ଯାହା କଳ୍ପନାଜଳ୍ପନା ପ୍ରକାଶ ପାଉଥିଲା ବର୍ତ୍ତମାନ ତାହା ସତ ହେବାକୁ ଯାଉଛି। ସିନ୍ଧିଆ ବିଜେପିରେ ଯୋଗଦେଇ ଖୁବ୍ ଶିଘ୍ର ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହେବେ ବୋଲି ଜଣାପଡିଛି।

ଗତ କିଛିଦିନ ଧରି ମଧ୍ୟପ୍ରଦେଶରେ ରାଜନୈତିକ ସଂକଟ ଲାଗିରହିଛି। ମୁଖ୍ୟତଃ ସିନ୍ଧିଆ କେତେକ କଂଗ୍ରେସ ବିଧାୟକଙ୍କୁ ତାଙ୍କ ପାଖରେ ରଖିଛନ୍ତି ବୋଲି ଜଣାପଡିଛି। ବର୍ତ୍ତମାନ ମୋଦୀଙ୍କୁ ଭେଟିବା ପରେ ସିନ୍ଧିଆ ତାଙ୍କର ରାଜନୈତିକ ଖେଳ ଆରମ୍ଭ କରିବେ। ତାଙ୍କ ପାଖରେ କୁଆଡେ 20 ଜଣ କଂଗ୍ରେସ ବିଧାୟକଙ୍କ ଇସ୍ତଫା ପତ୍ର ଅଛି ବୋଲି କୁହାଯାଉଛି। ସେ ବିଜେପିରେ ମିଶିବା ପରେ ଏହି 20 ଜଣଙ୍କ ଇସ୍ତଫା ପତ୍ର ବାଚସ୍ପତିଙ୍କୁ ପ୍ରଦାନ କରାଯାଇ ସରକାର ଭାଙ୍ଗିବାକୁ ଦାବୀ କରାଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026

ମୋଦୀଙ୍କୁ ଟ୍ରମ୍ପଙ୍କ ଅଭିନନ୍ଦନ

June 11, 2026
Latest News

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026

ମୋଦୀଙ୍କୁ ଟ୍ରମ୍ପଙ୍କ ଅଭିନନ୍ଦନ

June 11, 2026

ଫାଇଲ ଗାଏବକୁ ନେଇ ଏଫଆଇଆର

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.