Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»6 ବିଦ୍ରୋହୀ ମନ୍ତ୍ରୀଙ୍କୁ ବହିଷ୍କାର କଲେ କମଲନାଥ
ଆଜିର ଖବର

6 ବିଦ୍ରୋହୀ ମନ୍ତ୍ରୀଙ୍କୁ ବହିଷ୍କାର କଲେ କମଲନାଥ

March 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଙ୍ଗାଲୁରୁ/ଭୋପାଳ : 6 ବିଦ୍ରୋହୀ ବିଧାୟକଙ୍କୁ ନିଲମ୍ବନ କରିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ । ମଙ୍ଗଳବରୀ 6 ଜଣ କ୍ୟାବିନେଟ୍‌ ମନ୍ତ୍ରୀଙ୍କୁ ବରଖାସ୍ତ କରିବା ପାଇଁ ରାଜ୍ୟପାଳଙ୍କୁ ପତ୍ର ଲେଖିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ । ରାଜ୍ୟପାଳ ଲାଲଜୀ ଟଣ୍ଡନଙ୍କୁ କମଲନାଥ 6 ମନ୍ତ୍ରୀଙ୍କୁ ବହିଷ୍କାରର ବ୍ୟବସ୍ଥା କରିବା ପାଇଁ ଅନୁରୋଧ କରିଛନ୍ତି । 6 ଜଣ କ୍ୟାବିନେଟ୍‌ ମନ୍ତ୍ରୀ ହେଉଛନ୍ତି ଇମ୍ରାଥୀ ଦେବୀ, ତୁଳସୀ ସିଲାବଟ, ଗୋବିନ୍ଦ ସିଂ ରାଜପୁତ, ମହେନ୍ଦ୍ର ସିଂ ସିସୋଦିଆ, ପ୍ରଦ୍ୟୁମ୍ନ ସିଂ ତୋମାର ଏବଂ ପ୍ରଭୁରାମ ଚୌଧୁରୀ । ଉଲ୍ଲେଖଯୋଗ୍ୟ ଯେ, ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସହିତ 19 ଜଣ ବିଧାୟକ କଂଗ୍ରେସରୁ ଇସ୍ତଫା ପ୍ରଦାନ କରିଛନ୍ତି । (ଏଜେନ୍ସି)

kamalnath madhyapradesh
Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.