Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନମତକୁ ପ୍ରତ୍ୟାଖ୍ୟାନ କରିଛନ୍ତି ସିନ୍ଧିଆ : ଅଶୋକ ଗେହଲଟ
ଆଜିର ଖବର

ଜନମତକୁ ପ୍ରତ୍ୟାଖ୍ୟାନ କରିଛନ୍ତି ସିନ୍ଧିଆ : ଅଶୋକ ଗେହଲଟ

March 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜୟପୁର : କଂଗ୍ରେସ ନେତା ଏବଂ ସାଂସଦ ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସରୁ ଇସ୍ତଫା ପ୍ରଦାନ କରିବା ପରେ ଏହାକୁ ସମାଲୋଚନା କରିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ । ସିନ୍ଧଆ ଜନମତକୁ ପ୍ରତ୍ୟାଖ୍ୟାନ କରିଛନ୍ତି ବୋଲି ଗେହଲଟ୍‌ ମତ ଦେଇଛନ୍ତି । ସିନ୍ଧିଆଙ୍କ ବିଜେପିରେ ଯୋଗଦାନ ତାଙ୍କର ରାଜନୈତିକ ହୀନମନ୍ୟତାକୁ ଦର୍ଶାଉଛି ବୋଲି ଗେହଲଟ ମତ ଦେଇଛନ୍ତି । ଦେଶ ଅର୍ଥନୈତିକ ଦୁର୍ଦ୍ଦଶା ମଧ୍ୟରେ ଗତି କରୁଥିବା ବେଳେ ନିଜର ରାଜନୈତିକ ଫାଇଦା ପାଇଁ ସିନ୍ଧିଆ ଜନମତକୁ ପ୍ରତ୍ୟାଖ୍ୟାନ କରିବା ଆଦୌ ସମିଚୀନ ନୁହେଁ ବୋଲି ଗେହଲଟ ପ୍ରକାଶ କରିଛନ୍ତି । ସାଧାରଣ ଜନତାଙ୍କ ଭରସା ଏବଂ ବିଶ୍ବାସ ସହିତ ସିନ୍ଧିଆ ଧୋକାବାଜି କରିଛନ୍ତି ବୋଲି ଗେହଲଟ ମତ ଦେଇଛନ୍ତି । (ଏଜେନ୍ସି)

ashokgehlot jyotiradityascindia
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ କେତେବେଳେ ଆରମ୍ଭ ହେବ ଭାରତ ବନାମ ଆୟରଲ୍ୟାଣ୍ଡ ଟି-୨୦?: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

June 24, 2026

ରିପବ୍ଲିକାନ୍ ଶିବିରରେ ଫାଟ? ଟ୍ରମ୍ପଙ୍କ ପାଇଁ ବଢ଼ିଲା ଚ୍ୟାଲେଞ୍ଜ

June 24, 2026

କଳିଙ୍ଗନଗରରେ ବଡ଼ ବିପଦର ସଙ୍କେତ! ଭିସିଆଇ କେମିକାଲସ୍‌ କାରଖାନାରେ ଅଗ୍ନିକାଣ୍ଡ, ପ୍ରଶ୍ନରେ ଶିଳ୍ପାଞ୍ଚଳର ସୁରକ୍ଷା ବ୍ୟବସ୍ଥା

June 24, 2026

ଇଥାନଲ୍ ମିଶ୍ରଣ ସମ୍ପର୍କିତ ଭ୍ରମାତ୍ମକ ପୋଷ୍ଟ ଓ ପୁରୁଣା ଚିତ୍ରର ସତ୍ୟତା ନାହିଁ; ସରକାରଙ୍କ ସ୍ପଷ୍ଟୀକରଣ

June 24, 2026
Latest News

ଭାରତରେ କେତେବେଳେ ଆରମ୍ଭ ହେବ ଭାରତ ବନାମ ଆୟରଲ୍ୟାଣ୍ଡ ଟି-୨୦?: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

June 24, 2026

ରିପବ୍ଲିକାନ୍ ଶିବିରରେ ଫାଟ? ଟ୍ରମ୍ପଙ୍କ ପାଇଁ ବଢ଼ିଲା ଚ୍ୟାଲେଞ୍ଜ

June 24, 2026

କଳିଙ୍ଗନଗରରେ ବଡ଼ ବିପଦର ସଙ୍କେତ! ଭିସିଆଇ କେମିକାଲସ୍‌ କାରଖାନାରେ ଅଗ୍ନିକାଣ୍ଡ, ପ୍ରଶ୍ନରେ ଶିଳ୍ପାଞ୍ଚଳର ସୁରକ୍ଷା ବ୍ୟବସ୍ଥା

June 24, 2026

ଇଥାନଲ୍ ମିଶ୍ରଣ ସମ୍ପର୍କିତ ଭ୍ରମାତ୍ମକ ପୋଷ୍ଟ ଓ ପୁରୁଣା ଚିତ୍ରର ସତ୍ୟତା ନାହିଁ; ସରକାରଙ୍କ ସ୍ପଷ୍ଟୀକରଣ

June 24, 2026

ପୁରୀରେ ଚାଞ୍ଚଲ୍ୟ: ହୋଟେଲ ମାଲିକଙ୍କୁ ହତ୍ୟା 

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.