Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଧ୍ୟପ୍ରଦେଶ କଂଗ୍ରେସରେ ଭୂକମ୍ପ : ସିନ୍ଧିଆଙ୍କ ସମର୍ଥନରେ କଂଗ୍ରେସ ମୁଖପାତ୍ରଙ୍କ ଇସ୍ତଫା
ଆଜିର ଖବର

ମଧ୍ୟପ୍ରଦେଶ କଂଗ୍ରେସରେ ଭୂକମ୍ପ : ସିନ୍ଧିଆଙ୍କ ସମର୍ଥନରେ କଂଗ୍ରେସ ମୁଖପାତ୍ରଙ୍କ ଇସ୍ତଫା

March 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୋପାଳ : ମଧ୍ୟପ୍ରଦେଶ କଂଗ୍ରେସରେ ଚାଲିଥିବା ଇସ୍ତଫା ରାଜନୀତି ଥମିମବାର ନାମ ନେଉନାହିଁ । ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥନରେ ମଧ୍ୟପ୍ରଦେଶର କଂଗ୍ରେସ ମୁଖପାତ୍ର ମଞ୍ଜୁର ବେଗ୍‌ ନିଜର ଇସ୍ତଫା ପ୍ରଦାନ କରିଛନ୍ତି । ବେଗ୍‌ ନିଜ ଇସ୍ତଫାପତ୍ରରେ ସିନ୍ଧିଆଙ୍କୁ ସମର୍ଥନ କରିଛନ୍ତି । ଦଳ ମଧ୍ୟରେ ସିନ୍ଧିଆଙ୍କୁ ଅସମ୍ମାନ କରାଯାଉଥିବାରୁ ସେ ନିଜର ଇସ୍ତଫା ପ୍ରଦାନ କରିଛନ୍ତି ବୋଲି ବେଗ୍‌ ନିଜ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି । ସିନ୍ଧିଆଙ୍କ ନେତୃତ୍ବରେ ମଧ୍ୟପ୍ରଦେଶରେ କଂଗ୍ରେସ କ୍ଷମତାକୁ ପ୍ରତ୍ୟାବର୍ତ୍ତନ କରିଥିଲା । ମାତ୍ର ସିନ୍ଧିଆଙ୍କୁ ନିୟମିତ ଭାବରେ ଅଣଦେଖା କରାଯାଉଥିଲା ବୋଲି ମଧ୍ୟପ୍ରଦେଶ କଂଗ୍ରେସ ପ୍ରଦେଶ କମିଟିକୁ ପଠାଇଥିବା ନିଜର ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି ମଞ୍ଜୁର୍‌ ବେଗ୍‌ ।

jyotiradityascindia
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026
Latest News

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.