Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ବଢୁଛି କରୋନା ଭାଇରସ ରୋଗୀଙ୍କ ସଂଖ୍ୟା, ପୁଣି ତିନି ଦେଶର ଭିସା ବାତିଲ୍‌ ହେଲା
ଆଜିର ଖବର

ଭାରତରେ ବଢୁଛି କରୋନା ଭାଇରସ ରୋଗୀଙ୍କ ସଂଖ୍ୟା, ପୁଣି ତିନି ଦେଶର ଭିସା ବାତିଲ୍‌ ହେଲା

March 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତରେ କରୋନା ଭାଇରସ ଯୋଗୁଁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମଗ୍ର ବିଶ୍ୱରେ ଏପର୍ଯ୍ୟନ୍ତ 4ହଜାର 295 ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ 1ଲକ୍ଷ 19 ହଜାର 179 ଲୋକ ସଂକ୍ରମଣର ଶିକାର ହୋଇଛନ୍ତି। ରିପୋର୍ଟ ଅନୁସାରେ ଭାରତରେ 50ରୁ ଅଧିକ ଲୋକ କରୋନା ଶିକାର ହୋଇଛନ୍ତି। କରୋନା ପାଇଁ ଭାରତ ଭିସା କଟକଣା ଜାରି କରିଛି । ପୁଣି ତିନି ଦେଶର ନାଗରିକଙ୍କ ପାଇଁ ଭିସା ବାତିଲ୍‌ କରାଯାଇଛି । ଫ୍ରେଞ୍ଚ, ଜର୍ମାନ, ସ୍ପାନିଶ୍‌ ନାଗରିକଙ୍କ ଭିସା ବାତିଲ୍‌ କରିଛନ୍ତି ସରକାର । ମିଜୋରାମ ଓ ମଣିପୁରକୁ ଲାଗିଥିବା ମିଆଁମାର ଓ ବାଂଲାଦେଶ ସୀମା ସିଲ୍‌ କରାଯାଇଛି । କରୋନାର ସ୍ଥିତିକୁ ଦେଖି ବିଦେଶକୁ ଅନାବଶ୍ୟକ ଯାତ୍ରାରୁ ନିବୃତ୍ତ ରହିବାକୁ କୁହାଯାଇଛି । ଏଥି ସହ ଦକ୍ଷିଣ କୋରିଆ ଓ ଇଟାଲୀର ନାଗରିକଙ୍କ ପାଇଁ ଭାରତ ପ୍ରବେଶ ଲାଗି କୋଭିଡ-୧୯ ନେଗେଟିଭ ପ୍ରମାଣପତ୍ର ବାଧ୍ୟତାମୂଳକ କରି ଦିଆଯାଇଛି । (ଏଜେନ୍ସି)

coronavirus
Share. Facebook Twitter LinkedIn Email WhatsApp Copy Link

Related Posts

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

କାଳବୈଶାଖୀ ସତର୍କତା: ୨୦ ଜିଲ୍ଲାକୁ ୱାର୍ଣ୍ଣିଂ

April 7, 2026

IPL 2026: ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ, ପ୍ରଥମ ସ୍ଥାନରେ ପଞ୍ଜାବ କିଙ୍ଗସ୍

April 7, 2026

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026
Latest News

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

କାଳବୈଶାଖୀ ସତର୍କତା: ୨୦ ଜିଲ୍ଲାକୁ ୱାର୍ଣ୍ଣିଂ

April 7, 2026

IPL 2026: ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ, ପ୍ରଥମ ସ୍ଥାନରେ ପଞ୍ଜାବ କିଙ୍ଗସ୍

April 7, 2026

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.