Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଆତଙ୍କ : ବିଧାନସଭାରେ ବାୟୋମେଟ୍ରିକ୍‌ ବଦଳରେ ରେଜିଷ୍ଟାର୍‌ ବ୍ୟବହାର କରିବାକୁ ନିର୍ଦ୍ଦେଶ
ଆଜିର ଖବର

କରୋନା ଆତଙ୍କ : ବିଧାନସଭାରେ ବାୟୋମେଟ୍ରିକ୍‌ ବଦଳରେ ରେଜିଷ୍ଟାର୍‌ ବ୍ୟବହାର କରିବାକୁ ନିର୍ଦ୍ଦେଶ

March 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : କରୋନାକୁ ନେଇ ସବୁଠି ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଏହାକୁ ନେଇ ବିଧାନସଭାରେ ମଧ୍ୟ ସତର୍କତା ଅବଲମ୍ବନ କରାଯାଇଛି। ଏପରିକି କରୋନାକୁ କିଭଳି ପ୍ରତିହତ କରିହେବ ସେଥିପାଇଁ ଆଡଭାଇଜରି ମଧ୍ୟ ଜାରି କରାଯାଉଛି। ଏଭଳି ସ୍ଥିତିରେ ବିଧାନସଭା ସଚିବାଳୟର ସମସ୍ତ କର୍ମଚାରୀ ଓ ଅଧିକାରୀମାନଙ୍କ ପାଇଁ ଉପଦେଶାବଳୀ ଜାରି କରାଯାଇଛି ।

କରୋନା ପ୍ରତିଷେଧକ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବାୟୋମେଟ୍ରିକ୍ ଉପସ୍ଥାନ ବଦଳରେ ରେଜିଷ୍ଟର୍ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ କୌଣସି ଅବ୍ୟବହୃତ ଜିନିଷକୁ ଏଣେତେଣେ ନ ଫୋପାଡ଼ିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। କାର୍ଯ୍ୟାଳୟ ପରିଷ୍କାର ରଖିବା ସହ ଟେବୁଲ, କମ୍ପ୍ୟୁଟର, ଫୋନ୍ ଓ ଅନ୍ୟାନ୍ୟ ଉପକରଣକୁ ସଫା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ କର୍ମଚାରୀମାନେ ନିୟମିତ ହାତକୁ ସାବୁନ୍ କିମ୍ବା ହ୍ୟାଣ୍ଡ ଓ୍ବାସ୍‌ରେ ସଫା କରିବାକୁ କୁହାଯାଇଛି। କାଶ, ଛିଙ୍କ ଦ୍ୱାରା ହେଉଥିବା ସଂକ୍ରମଣ ପ୍ରତିରୋଧ ପାଇଁ କର୍ମଚାରୀ ଟିସୁ ପେପର୍ ବ୍ୟବହାର କରିବାକୁ କୁହାଯାଇଛି। କର୍ମଚାରୀମାନେ ଏକାଠି ହୋଇ ବୈଠକ ନ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ, ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ବହି

August 22, 2025

ରାଜ୍ୟରେ ୪ ହଜାର ୫୧୫ କୋଟିର ୧୮ଟି ନିବେଶ ପ୍ରସ୍ତାବକୁ ଅନୁମୋଦନ

August 22, 2025

ପର୍ଯ୍ୟଟନ ବିଭାଗର ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ

August 22, 2025

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶୁକ୍ରବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2025
Latest News

ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ, ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ବହି

August 22, 2025

ରାଜ୍ୟରେ ୪ ହଜାର ୫୧୫ କୋଟିର ୧୮ଟି ନିବେଶ ପ୍ରସ୍ତାବକୁ ଅନୁମୋଦନ

August 22, 2025

ପର୍ଯ୍ୟଟନ ବିଭାଗର ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ

August 22, 2025

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶୁକ୍ରବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2025

ପ୍ରଦେଶ କଂଗ୍ରେସ ଗଠନ କଲା ସୃଜନ କମିଟି ଓ ୱାର ରୁମ କମିଟି, ଜାଣନ୍ତୁ ଏହା କଣ

August 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.