Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଜଙ୍କଠାରୁ ଏପରି ଧୋକ୍କା ମିଳିବ ବୋଲି ଆଶା କରିନଥିଲି : ଦିଗ୍‌ବିଜୟ ସିଂ
ଆଜିର ଖବର

ମହାରାଜଙ୍କଠାରୁ ଏପରି ଧୋକ୍କା ମିଳିବ ବୋଲି ଆଶା କରିନଥିଲି : ଦିଗ୍‌ବିଜୟ ସିଂ

March 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Government Should Produce Evidence Of Air Strike: Digvijaya Singh
Government Should Produce Evidence Of Air Strike: Digvijaya Singh

ଭୋପାଳ : ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ବିଜେପି ସାମିଲ୍‌ ହେବାପରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂହ ପରିଶେଷରେ ନିଜର ନିରବତା ଭଙ୍ଗ କରିଛନ୍ତି । ଦିଗ୍‌ବିଜୟ ଟୁଇଟ୍‌ କରି କହିଛନ୍ତି ଯେ, ମହାରାଜଙ୍କଠାରୁ ଏପରି ଧୋକ୍କା ମିଳିବ ବୋଲି ଆଶା ନଥିଲା । ଦିଗ୍‌ବିଜୟ କହିଛନ୍ତି ଯେ, ଜ୍ୟୋତିରାଦିତ୍ୟ ସିନ୍ଧିଆ ରାଜ୍ୟସଭା ଆସନ ଓ କ୍ୟାବିନେଟ୍‌ରେ ଜାଗା ପାଇବା ପାଇଁ କଂଗ୍ରେସ ଓ ଗାନ୍ଧି ପରିବାରକୁ ଧୋକ୍କା ଦେଇଛନ୍ତି।

ଦିଗ୍‌ବିଜୟ ସିଂହ ଟୁଇଟ୍‌ରେ ଆହୁରି ମଧ୍ୟ ଲେଖିଛନ୍ତି ଯେ, କିଛି ଲୋକଙ୍କର କ୍ଷମତା ଭୋକ ଅଧିକ ଥାଏ,  କିନ୍ତୁ ସ୍ବସ୍ଥ ଲୋକତନ୍ତ୍ର ପାଇଁ ବିଶ୍ବସନୀୟତା ଓ ବିଚାରଧାରା ଅତ୍ୟନ୍ତ ଆବଶ୍ୟକ।

18 ବର୍ଷ ଧରି କଂଗ୍ରେସର ରହିବା ପରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ଇସ୍ତଫା ଦେଇ ବିଜେପି ସହିତ ମିଶିଛନ୍ତି । ସିନ୍ଧିଆଙ୍କ ଦଳ ଛାଡିବା ପରେ ମଧ୍ୟପ୍ରଦେଶରେ କମଲନାଥ ସରକାର ଏବେ ବିପଦରେ ପଡିଯାଇଛନ୍ତି । (ଏଜେନ୍ସି)

digvijaysingh
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026
Latest News

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026

ରେକର୍ଡ ଉଚ୍ଚତା ଛୁଇଁବା ପରେ ବଡ଼ ହ୍ରାସ: ଖୁବ୍ ଶୀଘ୍ର ୧ ଲକ୍ଷ ତଳକୁ ଖସିଯିବ କି ସୁନା ମୂଲ୍ୟ?

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.