Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର: ସଡକ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଗୁରୁତର
ଆଜିର ଖବର

ବାଣପୁର: ସଡକ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଗୁରୁତର

March 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର: ବାଣପୁରର ହାତୀମୁଣ୍ଡା ନିକଟସ୍ଥ କାୟାତୋଟା ନିକଟରେ ଗତକାଲି ବିଳମ୍ବିତ ରାତ୍ରିରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଜଣକର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ ବାଲୁଗାଁ ନିକଟସ୍ଥ ଆମ୍ବପଡା ଗ୍ରାମର କୃଷ୍ଣବେହେରାଙ୍କ ପୁତ୍ର ୨୮ ବର୍ଷୀୟ ସନ୍ତୋଷ ବେହେରା, ପପୁ ବେହେରା ଓ ସମ୍ପର୍କୀୟ କାବୁ ବେହେରା ଆଙ୍କୁଲାପଦରରୁ ଯାତ୍ରା ଦେଖି ରତନପୁର ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା।

ରାତ୍ରି ଦୁଇ ଘଟିକାରେ କଲେଜ ଛକଠାରୁ ପ୍ରତାପ ରାସ୍ତା ମଧ୍ୟରେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବାଇକ ପଛରେ ବସିଥିବା ସନ୍ତୋଷ ବେହେରା ମୃତ୍ୟୁବରଣ କରିଥିବାବେଳେ ପପୁ ବେହେରା ଗଭୀର ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି। ସେହିପରି ବାଇକ୍‌ ଚାଳକ କାବୁ ବେହେରାଙ୍କ ହାତ ଭାଙ୍ଗି ଯାଇଛି। ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ଗାଡିଟିକୁ ଜବତ  କରିଛି। ମୃତକଙ୍କ ଶବ ବ୍ୟବଚ୍ଛେଦ ହେବା ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରିଛି ବାଣପୁର ପୋଲିସ୍‌।

Share. Facebook Twitter LinkedIn Email WhatsApp Copy Link

Related Posts

BonV Aero: ଖୋର୍ଦ୍ଧାରେ ବନ୍‌ଭି ଏରୋ ର ନୂଆ ଡ୍ରୋନ ପାର୍କ, ୩୦୦ କୋଟି ଟଙ୍କା ନିବେଶ 

April 11, 2026

ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ : ଜଣେ ମୃତ

April 11, 2026

ଦୁବାଇରୁ କାଠମାଣ୍ଡୁ ଯାଉଥିଲା ବିମାନ, ଲକ୍ଷ୍ନୌ ବିମାନବନ୍ଦରରେ ହେଲା ଜରୁରୀକାଳୀନ ଅବତରଣ

April 11, 2026

ଯୁବକଙ୍କୁ ଉଠାଇନେଲା ପୋଲିସ୍

April 11, 2026
Latest News

BonV Aero: ଖୋର୍ଦ୍ଧାରେ ବନ୍‌ଭି ଏରୋ ର ନୂଆ ଡ୍ରୋନ ପାର୍କ, ୩୦୦ କୋଟି ଟଙ୍କା ନିବେଶ 

April 11, 2026

ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ : ଜଣେ ମୃତ

April 11, 2026

ଦୁବାଇରୁ କାଠମାଣ୍ଡୁ ଯାଉଥିଲା ବିମାନ, ଲକ୍ଷ୍ନୌ ବିମାନବନ୍ଦରରେ ହେଲା ଜରୁରୀକାଳୀନ ଅବତରଣ

April 11, 2026

ମଞ୍ଚୁରିଆନ୍ ଓ କଢାଇ ପନୀର ଖାଇ ମୃତ୍ୟୁ: ଜାଣନ୍ତୁ କାରଣ କ’ଣ, ଗ୍ରୀଷ୍ମଋତୁରେ ଖାଦ୍ୟକୁ ନେଇ ରୁହନ୍ତୁ ସତର୍କ

April 11, 2026

ଯୁବକଙ୍କୁ ଉଠାଇନେଲା ପୋଲିସ୍

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.