Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଂଜେଇ ଜବତ: ଜଣେ ଗିରଫ
ଆଜିର ଖବର

ଗଂଜେଇ ଜବତ: ଜଣେ ଗିରଫ

March 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: ମୋହନା ଥାନା ପୋଲିସ୍ ଚଢ଼ାଉ କରି ୭୬ କେଜି ଗଂଜେଇ ଜବତ କରିଛି । ଗଂଜେଇ ଚାଲାଣ ଅଭିଯୋଗରେ ଅନ୍ଧାରୀଗୁଡ଼ା ଗାଁର ଲମ୍ବୋଦର ଶବରକୁ ଗିରଫ କରିଛି । କୌଣସି ସୂତ୍ରରୁ ଖବରପାଇ ଥାନାଧିକାରୀ ସୁଜିତ ନାୟକଙ୍କ ନେତୃତ୍ୱରେ ଏକ ଟିମ୍ ଗୋଠକେଳି ଓ ଅନ୍ଧାରୀଗୁଡ଼ା ଅଂଚଳରେ ଚଢ଼ାଉ କରିଥିଲା । ଚଢ଼ାଉ ବେଳେ ୩ଟି ବସ୍ତାରେ ଏହି ଗଂଜେଇ ଥିବା ଜାଣି ଜବତ କରିଥିଲା । ଜବତ ଗଂଜେଇର ଆନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ପୋଲିସ୍ କହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ‘ଟିମ୍ ଇଣ୍ଡିଆ’ ର ଟେଷ୍ଟ ଦଳ ଘୋଷିତ: ଧ୍ରୁବ ଜୁରେଲଙ୍କୁ ଅଧିନାୟକ ନିଯୁକ୍ତ

October 7, 2026

ପ୍ରଶାସନିକ ସ୍ତରରେ ଅଦଳବଦଳ: ୭ ଅଧିକାରୀଙ୍କ ବଦଳି, ନବରଙ୍ଗପୁର ଓ ନୂଆପଡ଼ାକୁ ମିଳିଲେ ନୂଆ ଜିଲ୍ଲାପାଳ

October 7, 2026

ରାହୁଲ ଏବଂ ପ୍ରିୟଙ୍କାଙ୍କ ବିରୋଧରେ ଏଫଆଇଆର: ଜାଣନ୍ତୁ ମାମଲା

October 7, 2026

ପ୍ରେମୀ ଯୁଗଳଙ୍କ ମୃତ ଦେହ ଉଦ୍ଧାର

October 7, 2026
Latest News

ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ‘ଟିମ୍ ଇଣ୍ଡିଆ’ ର ଟେଷ୍ଟ ଦଳ ଘୋଷିତ: ଧ୍ରୁବ ଜୁରେଲଙ୍କୁ ଅଧିନାୟକ ନିଯୁକ୍ତ

October 7, 2026

ପ୍ରଶାସନିକ ସ୍ତରରେ ଅଦଳବଦଳ: ୭ ଅଧିକାରୀଙ୍କ ବଦଳି, ନବରଙ୍ଗପୁର ଓ ନୂଆପଡ଼ାକୁ ମିଳିଲେ ନୂଆ ଜିଲ୍ଲାପାଳ

October 7, 2026

୨୫ ବର୍ଷ ପୂରଣ କଲେ ପ୍ରଧାନମନ୍ତ୍ରୀ: ବିକଶିତ ଭାରତ ସଂକଳ୍ପ ସହ ଦେଶବାସୀ, ଗଣତନ୍ତ୍ର ଓ ସମ୍ବିଧାନ ପ୍ରତି ଜଣାଇଲେ ଗଭୀର କୃତଜ୍ଞତା

October 7, 2026

ରାହୁଲ ଏବଂ ପ୍ରିୟଙ୍କାଙ୍କ ବିରୋଧରେ ଏଫଆଇଆର: ଜାଣନ୍ତୁ ମାମଲା

October 7, 2026

ପ୍ରେମୀ ଯୁଗଳଙ୍କ ମୃତ ଦେହ ଉଦ୍ଧାର

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.