Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରକ୍‌କୁ ଧକ୍କା ଦେଲା କାର୍‌ : ନବଦମ୍ପତିଙ୍କ ସମେତ 11 ମୃତ
ଆଜିର ଖବର

ଟ୍ରକ୍‌କୁ ଧକ୍କା ଦେଲା କାର୍‌ : ନବଦମ୍ପତିଙ୍କ ସମେତ 11 ମୃତ

March 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜୟପୁର : ରାଜସ୍ଥାନରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି । ଏହି ଦୁର୍ଘଟଣାରେ ଜନୈକ ନବଦମ୍ପତ୍ତିଙ୍କ ସମେତ 11 ଜଣ ପ୍ରାଣ ହରାଇଛନ୍ତି । ଯୋଧପୁରର ଶେଗଡ ନିକଟସ୍ଥ ସୋଇଁତାରା ଗ୍ରାମରେ ଏହି ଦୁର୍ଘଟଣା ଘଟିଥିଲା । ନବଦମ୍ପତିଙ୍କ ସହିତ ଏକାଧିକ ମହିଳା ଏବଂ ଶିଶୁ ରହିଥିବା ବେଳେ ସମସ୍ତେ ଘଟଣା ସ୍ଥଳରେ ପ୍ରାଣ ହରାଇଥିଲେ । ବାଲୋତ୍ରା-ଫାଲୋଡି ରାଜପଥରେ ଘଟିଥିବା ଏହି ଦୁର୍ଘଟଣାଟି ଏତେ ଭୟାବହ ଥିଲା କି ଟ୍ରକ୍‌ଟି କାର୍‌ ଉପରକୁ ମାଡି ଯାଇଥିଲା । ନବଦମ୍ପତିଙ୍କ ସମେତ 11 ଜଣ ପ୍ରାଣ ହରାଇଥିବା ବେଳେ 3 ଜଣ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ୍ଟର ଜରିଆରେ ଦୁଃଖ ପ୍ରକାଶ କରିବା ସହିତ ଆହତ ମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । (ଏଜେନ୍ସି)

accident rajasthan
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.